ମଝିରାତିରେ ଲ୍ୟାଣ୍ଡଫଲ୍‌! ୭ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୨।୧୦: ମାଡିଆସୁଛି ଦାନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଥିଲା। ଏବେ ତାହା ଗଭୀର ଅବପାତରେ ପରିଣତ ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଛି ଦାନା। ଦାନା ପାରାଦୀପ ଠାରୁ ଆ ମାତ୍ର ୬୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟାକୁ ୭ କିମି ବେଗରେ ଉପକୂଳଆଡକୁ ମାଡି ଆସୁଛି ଦାନା। ଆସନ୍ତାକାଲି ସୁଦ୍ଧା ତାହା ବାତ୍ୟାର ରୂପ ନେବ।

୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ ଦାନା। ପୁରୀ ଏବଂ ସାଗରଦ୍ୱୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ
ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri