ବାତ୍ୟା ଅକ୍ବାନର ଲ୍ୟାଣ୍ଡଫଲ ଆରମ୍ଭ, ପବନର ବେଗ ୭୦ରୁ ୮୦ କିମି

ଭୁବନେଶ୍ବର,୨୦୧୧: ବାତ୍ୟା ଅକ୍ବାନର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ  ହୋଇଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗୋପାଳପୁର ନିକଟବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ୭୦ରୁ ୮୦ କିମି ରହିଥିବା ବେଳେ କିଛି ସ୍ଥାନରେ ଝଟକା ପବନର ବେଗ ୯୦ କିମି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଅକ୍ୱାନ୍‌’ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ: ୭୦ରୁ ୮୦ କିଲୋମିଟର ବେଗରେ ବହୁଛି ପବନ

ଭୁବନେଶ୍ୱର,୨୦।୧୧: ସାମୁଦ୍ରିକ ଝଡ଼ ଅକ୍ୱାନ୍‌ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୋପାଳପୁର ନିକଟବର୍ତ୍ତୀ ଅଞ୍ଚଳରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ…

ଖେଳିବା ଥିଲା ସହଜ, ଏବେ ପ୍ରକୃତ ପରୀକ୍ଷା ଆରମ୍ଭ ହେବ, ଧୋନିଙ୍କ ମେଣ୍ଟର ହେବା ଉପରେ ସେହୱାଗ କହିଲେ…

ନୂଆଦିଲ୍ଲୀ,୧୯।୧୧: ମହେନ୍ଦ୍ର ସିଂହ ଧୋନି IPL 2027 ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ର ମେଣ୍ଟର (ପରାମର୍ଶଦାତା) ହୋଇଛନ୍ତି। ମଙ୍ଗଳବାର (ନଭେମ୍ବର ୧୭) ଫ୍ରାଞ୍ଚାଇଜ ଘୋଷଣା…

ବାତ୍ୟା ମୁକାବିଲା ନେଇ ଏସ୍‌ଆର୍‌ସିଙ୍କ ସୂଚନା: ରାଜ୍ୟରେ ୨ ଲକ୍ଷ ୯୮ ହଜାର ଲୋକ ସ୍ଥାନାନ୍ତରିତ, ଗଞ୍ଜାମରୁ ସର୍ବାଧିକ …

ଭୁବନେଶ୍ୱର, ୧୯।୧୧: ସମ୍ଭାବ୍ୟ ବାତ୍ୟାର ସଫଳ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ସମସ୍ତ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରଖାଯାଇ…

Hong Kong Sixes 2026ରୁ ମିଳିଥିବା ସମସ୍ତ ଆୟକୁ ଏହି ସଂସ୍ଥାକୁ ଦାନ କରିଛି BCCI; ସମ୍ପାଦକ ଦେବଜିତ ସାଇକିଆ କହିଲେ ଏହାର କାରଣ

ନୂଆଦିଲ୍ଲୀ,୧୯।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ‘ହଂକଂ ସିକ୍ସେସ’ (Hong Kong Sixes) ଟୁର୍ଣ୍ଣାମେଣ୍ଟରୁ ମିଳିଥିବା ଆୟକୁ ଦାନ କରିବାକୁ ନିଷ୍ପତ୍ତି ନେଇଛି। ବୋର୍ଡ ଏହି…

ବାତ୍ୟା ‘ଅକ୍ୱାନ’ ପାଇଁ ସଜାଗ ଗଞ୍ଜାମ ଏନ୍‌ଏସି: ଥଇଥାନ ବ୍ୟକ୍ତିଙ୍କୁ କମ୍ବଳ ବାଣ୍ଟିଲେ ଇଓ, ୧୦୨ ଜଣଙ୍କୁ ଦିଆଯାଉଛି ରନ୍ଧା ଖାଦ୍ୟ

ଗଞ୍ଜାମ, ୧୯।୧୧ (ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ ବେଳକୁ ବେଳ ଉଗ୍ର ରୂପ ଧାରଣ କରୁଥିବା ବେଳେ ଆସନ୍ତାକାଲି ପୂର୍ବାହ୍ନରେ ଏହା ସ୍ଥଳଭାଗ ଛୁଇଁବ ବୋଲି…

କେନ୍ଦୁଝରରେ ଛୁଟି ଘୋଷଣା କଲେ ଜିଲାପାଳ

କେନ୍ଦୁଝର/ବଞ୍ଚୋ,୧୯।୧୧(ନରେଶ ପଟ୍ଟନାୟକ/ପ୍ରଦୋଷ ବିଶ୍ୱାଳ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ପ୍ରଭାବ ଏବଂ ଭାରତୀୟ ପାଣିପାଗ ବିଭାଗର ସତର୍କ ସୂଚନାକୁ ଦୃଷ୍ଟିରେ ରଖି କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଏକ…

କଟକରେ ବନ୍ଦ ହେଲା ନଦୀଘାଟ: ନଦୀରେ ବୁଡ଼ ପକାଇବା, ଡଙ୍ଗା ଚଳାଚଳ ସମ୍ପୂର୍ଣ୍ଣ ନିଷେଧ

କଟକ,୧୯ା୧୧: ବାତ୍ୟା ‘ଅକ୍ୱାନ’କୁ ଦୃଷ୍ଟିରେ ରଖି କଟକ ଜିଲାପାଳଙ୍କ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର କଟକ ଜିଲାର ସବୁ ସ୍କୁଲ, କଲେ, ଅଙ୍ଗନବାଡ଼ି କେନ୍ଦ୍ରକୁ…

ବାତ୍ୟା ପ୍ରଭାବରେ ଖୋର୍ଦ୍ଧା ଜିଲାରେ ବର୍ଷା ଜାରି: ୯ ଘଣ୍ଟାରେ ୧୬୯.୭ ମିମି ବର୍ଷା ରେକର୍ଡ, ଜଟଣୀରେ ସର୍ବାଧିକ

ଖୋର୍ଦ୍ଧା, ୧୯।୧୧ (ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ଖୋର୍ଦ୍ଧା ଜିଲାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଗୁରୁବାର ସକାଳ ୮ଟାରୁ ଅପରାହ୍ନ ୫ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?