ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ସିଆରପିଏଫ୍‌ ଯବାନ ଆହତ

ମାଲକାନଗିରି,୨ା୯(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ବିଜାପୁର ଜିଲା ତିମାପୁରଠାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ଘଟି ଜଣେ ଯବାନ ଆହତ ହୋଇଛନ୍ତି। ତିମାପୁରଠାରେ ରାସ୍ତା କାର୍ଯ୍ୟ ଚାଲୁଥିବାରୁ ସୁରକ୍ଷା ଦେବା ପାଇଁ ଏହି ଯବାନମାନେ ବାହାରିଥିଲେ। ତେବେ ମାଓବାଦୀଙ୍କ ଦ୍ୱାରା ଖଞ୍ଜା ହୋଇଥିବା ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ହେବାରୁ ଜଣେ ସିଆରପିଏଫ୍‌ ଯବାନ ଆହତ ହୋଇଥିବା ଏସ୍‌ପି କମଳଲୋଚନ କାଶ୍ୟପ ସୂଚନା ଦେଇଛନ୍ତି। ସେହି ଅଞ୍ଚଳରେ ଯବାନଙ୍କ ପକ୍ଷରୁ କଡ଼ାକଡ଼ି ଯାଞ୍ଚ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଖୋଜୁଛି ବୁଦ୍ଧେଶ୍ୱର ପୀଠ

ଭୁବନ, ୩୧।୧(ଡି.ଏନ.ଏ.) ଇତିହାସ ଏବଂ କିମ୍ବଦନ୍ତୀକୁ ନେଇ ସମୃଦ୍ଧ। ପର୍ଯ୍ୟଟନସ୍ଥଳୀର ମାନ୍ୟତା ମଧ୍ୟ ମିଳିଛି। ଅନୁଦାନ ଆସୁଛି। ଶ୍ରଦ୍ଧାଳୁ ଦେଉଛନ୍ତି ଲକ୍ଷାଧିକ ଟଙ୍କା ଦାନ। ହେଲେ ଅର୍ଥର...

‘ପାତ୍ରଙ୍କ ତରବରିଆ ନିଷ୍ପତ୍ତି ଭୁଲ’

ବ୍ରହ୍ମପୁର ଅଫିସ,୯ା୬: ଗଞ୍ଜାମ ଟାଇଗର ନଂ. ୨ ସୂର୍ଯ୍ୟ ନାରାୟଣ ପାତ୍ର ଶାସକ ଦଳ ରାଜନୀତିରେ ଷଡ଼ଯନ୍ତ୍ରର ଶିକାର ହୋଇଥିବା ବିଭିନ୍ନ ମହଲ ଆଲୋଚନା କରୁଛନ୍ତି। ସୂଚନାଯୋଗ୍ୟ...

ଡରାଇଲାଣି ମୃତ୍ୟୁ ସଂଖ୍ୟା: ଆଉ ୨୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜ୍ୟରେ ଆଉ ୨୩ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ଭଦ୍ରକର ୮୮ ବର୍ଷୀୟ ବୃଦ୍ଧ, ଭୁବନେଶ୍ୱରର ୫୬ ବର୍ଷୀୟ ମହିଳା, ୫୨ ବର୍ଷୀୟ...

ନୟାଗଡ଼ରେ ବାଟବଣା ଲକ୍‌ଡାଉନ୍‌: ଗଳାବାଟ ବାଛୁଛନ୍ତି ଲୋକେ, ସୁରକ୍ଷା ପ୍ରତି ଖାତିର ନାହିଁ

ନୟାଗଡ ଅଫିସ,୨୫।୩: କରୋନାର ପ୍ରତିଷେଧକ ପାଇଁ ନୟାଗଡ ଜିଲା ସଦର ମହକୁମାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଏଥିପାଇଁ ସରକାର ବିଭିନ୍ନ କଟକଣା ଲାଗୁ କରିଛନ୍ତି।...

ପଥର ଅଭାବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ବିଳମ୍ବ

ପୁରୀ ଅଫିସ,୯।୬:କୋଭିଡ୍‌ କଟକଣା ଭିତରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିତ୍ବାବେଳେ ପଥର ଅଭାବ ଦେଖାଦେଇଛି। ଫଳରେ ମରାମତି କାର୍ଯ୍ୟ ବିଳମ୍ବ ହେବାରେ ଲାଗିଛି। ମୁଖ୍ୟତଃ ବିଭିନ୍ନ...

ରୋଷଘର ଚଟାଣରେ ଲାଗିଲାନି ନୂଆ ପଥର

ପୁରୀ ଅଫିସ,୧୨।୭:ଶ୍ରୀମନ୍ଦିର ମରାମତି ଓ ରୋଷଘର ନୂଆ ଚଟାଣ କାର୍ଯ୍ୟ ଶେଷ ହୋଇପାରିନାହିଁ। ନିର୍ଦ୍ଧାରିତ କାମ ସରି ନ ଥିବାବେଳେ ମଙ୍ଗଳବାର ନୀଳାଦ୍ରି ବିଜେ ହେବାକୁ...

୫ ବର୍ଷର ଶିଶୁକୁ ଝୁଣି ମାରିଲେ କୁକୁରପଲ

କୋକସରା,୨୪।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଖୁଣ୍ଟିଆ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁର ଏକ ୫ ବର୍ଷର ଶିଶୁକୁ କୁକୁରପଲ ଗୋଡ଼ାଇ ଗୋଡ଼ାଇ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୦ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଆଉ ୪୦୦ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୧୩୭ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା କଟକର ୫୮ଜଣ, ଖୋର୍ଦ୍ଧାର ୪୬, କୋରାପୁଟ...

Advertisement
Archives

Model This Week