ଆଫଗାନିସ୍ତାନରେ ଭୟଙ୍କର ଭୂସ୍ଖଳନ, ୨୫ ମୃତ

କାବୁଲ,୧୯।୨: ଆଫଗାନିସ୍ତାନର ନୁରିସ୍ତାନ ପ୍ରଦେଶରେ ଭୂସ୍ଖଳନ ଯୋଗୁ ପ୍ରାୟ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ଏହା ବ୍ୟତୀତ ନୁରଗାରାମ ଜିଲାରେ ଭୂସ୍ଖଳନ ହେତୁ ୧୦ ଜଣ ଆହତ ହୋଇଥିବା ଖବର ମଧ୍ୟ ରହିଛି। ସୂଚନା ଓ ଯୋଗାଯୋଗ ମୁଖ୍ୟ ମହମ୍ମଦ ଅବଦୁଲ୍ଲା ଜାନ ଏହି ଘଟଣା ସମ୍ପର୍କରେ ସୂଚନା ଶେୟାର କରି କହିଛନ୍ତି ଯେ ପ୍ରବଳ ବର୍ଷା ହେତୁ ନୁରଗାରାମ ଜିଲାର ନକରାହ ଗ୍ରାମରେ ଅନେକ ପର୍ବତ ଖସି ଯାଇଛି। ଯେଉଁଥିପାଇଁ ଜନସାଧାରଣଙ୍କ ଅର୍ଥର ବ୍ୟାପକ କ୍ଷତି ହୋଇଛ। ପ୍ରାୟ ୧୫ ରୁ ୨୦ଘର ଏହି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଯୋଗାଯୋଗ ମୁଖ୍ୟ ଆହୁରି ସୂଚନା ଦେଇଛନ୍ତି ଯେ, ବର୍ଷା ଯୋଗୁ ନୁରିସ୍ତାନ, କୁନାର ଏବଂ ପଞ୍ଜଶୀର ପ୍ରଦେଶରେ ରାସ୍ତା ଅବରୋଧ ହୋଇଛି। ଏହାର ପ୍ରଭାବରେ ପ୍ରାୟ ୫ ଜଣ କର୍ମଚାରୀ ନିଖୋଜ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି…

ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ…

ଡର? ସେଇଟା ପୁଣି କଣ… କୋଚ୍‌ ଗମ୍ଭୀର ଟିମ୍‌ ଇଣ୍ଡିଆର ବିଜୟକୁ କାହିଁକି କହିଲେ ବହୁତ ଖାସ୍‌…

ନୂଆଦିଲ୍ଲୀ,୧।୧୧: ସିରିଜ୍ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ବି ହେଉ, ଭାରତୀୟ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ନିଜ ବକ୍ତବ୍ୟ ରଖିବାରେ କେବେ ହେଲେ…

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନର ପ୍ରସ୍ତୁତି ବୈଠକ, ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରି…

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଶୁଚିସ୍ମିତା ବେହେରାଙ୍କ ଉପସ୍ଥିତିରେ ଏକ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧ ଲକ୍ଷ ୩୦ ହଜାର, ପ୍ରଭାବିତଙ୍କୁ ୫୦ କେଜି ଚାଉଳ,ନଗଦ…

ଭୁବନେଶ୍ୱର,୧।୧୧: ରାଜ୍ୟରେ ସାମ୍ପ୍ରତିକ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟା ଯୋଗୁ ଭାଙ୍ଗିଯାଇଥିବା ଘର,…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଯିବ ପାଣି: ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି କରି…

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ପ୍ରବଳ ପବନ ଓ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ…

ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗି ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ଇତିହାସ ରଚିଲେ ଇଶାନ କିଷନ

ନୂଆଦିଲ୍ଲୀ,୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ୫ମ ତଥା ଶେଷ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର ଅଭିଷେକ ଶର୍ମା ଏବଂ ସଞ୍ଜୁ ସାମସନ ଶସ୍ତାରେ ଆଉଟ୍ ହେବା ପରେ ବିସ୍ଫୋରକ…

ଗିଡ଼ିପାବାଲି, ଡାଙ୍ଗେଶିରେ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି, ଆହୁରି ୧୧ ଜଣଙ୍କ ପତ୍ତା ଏବେ ବି ମିଳୁନି

ଭଞ୍ଜନଗର,୧ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଇବାଲି ପଞ୍ଚାୟତର ଗିଡ଼ିପାବାଲିରେ ଘଟିଥିବା ଭୂସ୍ଖଳନ ଘଟଣାରେ ରବିବାର ଆଉ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଥିସହ ଗିଡ଼ିପାବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?