ମଧ୍ୟ ଭେନେଜୁଏଲାରେ ପ୍ରବଳ ବର୍ଷା ସହ ଭୂସ୍ଖଳନ, ୨୨ ମୃତ ୫୦ରୁ ଊର୍ଦ୍ଧ୍ୱ; ନିଖୋଜ

କାରାକାସ,୧୦ ।୧୦: ଦକ୍ଷିଣ ଆମେରିକା ଦେଶ ଭେନେଜୁଏଲାରେ ବର୍ଷା ଯୋଗୁ ଭୟଙ୍କର ପରିସ୍ଥିତି ଉପୁଜିଛି । କିଛିଦିନ ହେବ ସେଠାରେ ବର୍ଷା ଲାଗି ରହିଛି । ଇତିମଧ୍ୟରେ ମଧ୍ୟ ଭେନେଜୁଏଲାରେ ପ୍ରବଳ ବର୍ଷା ହୋଗୁ ଭୂସ୍ଖଳନ ହୋଇଛି । ବନ୍ୟା ବି ଆସିଛି । ଭୂସ୍ଖଳନରେ ଅତିକମରେ ୨୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବନ୍ୟା ଯୋଗୁ ୫୦ରୁ ଅଧିକ ନିଖୋଜ ଥିବା ଜଣାପଡିଛି । ପ୍ରବଳ ବର୍ଷା ଯୋଗୁ ଅଧିକାଂଶ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଭେନେଜୁଏଲାର ରାଷ୍ଟ୍ରପତି ଡେଲସି ରୋଡ୍ରିଗେଜ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଉଦ୍ଧାର କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍‌ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…

ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri