କେନ୍ଦୁଝର,୨୪।୮(ନରେଶ ପଟ୍ଟନାୟକ): କେନ୍ଦୁଝର ଜିଲା ଜୁଡ଼ିଆଘାଟି ଓ କାଞ୍ଜିପାଣି ଘାଟିରେ ଖସିଲା ମାଟି ଅତଡ଼ା। ଏନେଇ ୪୯ ନମୱର ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା ଯୋଗୁ ଘାଟିରୁ ପଥର ଓ ମାଟି ଖସି ରାସ୍ତା ବନ୍ଦ ହୋଇ ଯାଇଛି।
କେନ୍ଦୁଝର,୨୪।୮(ନରେଶ ପଟ୍ଟନାୟକ): କେନ୍ଦୁଝର ଜିଲା ଜୁଡ଼ିଆଘାଟି ଓ କାଞ୍ଜିପାଣି ଘାଟିରେ ଖସିଲା ମାଟି ଅତଡ଼ା। ଏନେଇ ୪୯ ନମୱର ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା ଯୋଗୁ ଘାଟିରୁ ପଥର ଓ ମାଟି ଖସି ରାସ୍ତା ବନ୍ଦ ହୋଇ ଯାଇଛି।
ନୂଆଦିଲ୍ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…
ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…
ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…
ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…
ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…
ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…
ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…