ସୁନା ଖଣିରେ ଭୂସ୍ଖଳନ: ଚାଲିଗଲା ୧୨ ଜୀବନ

ଜାକର୍ତ୍ତା,୮।୭: ଅନେକ ଦିନ ଧରି ପ୍ରବଳ ବର୍ଷା ହେତୁ ଇଣ୍ଡୋନେସିଆର ସୁଲାୱେସି ଦ୍ୱୀପରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ପ୍ରବଳ ବର୍ଷା ହେତୁ ଏକ ବେଆଇନ ସୁନା ଖଣିରେ ଭୂସ୍ଖଳନ ଘଟିଥିଲା। ଭୂସ୍ଖଳନ ଯୋଗୁ ଅତିକମରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ୧୮ ଜଣ ନିଖେଶଜ ଅଛନ୍ତି।
ସ୍ଥାନୀୟ ଉଦ୍ଧାରକାରୀ ସଂସ୍ଥା ମୁଖ୍ୟ ହେରିୟାଣ୍ଟୋ କହିଛନ୍ତି, ଗୋରୋଣ୍ଟାଲୋ ପ୍ରଦେଶର ଏକ ଭୂସ୍ଖଳନରେ ଏକ ବେଆଇନ ଖଣି ନିକଟରେ ରହୁଥିବା ଖଣି ମାଲିକ ଏବଂ ବାସିନ୍ଦାଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମାଟି ତଳେ ପୋତି ହୋଇଥିବା ପାଞ୍ଚ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି। ତେବେ ଉଦ୍ଧାରକାରୀ ଦଳ ସୋମବାର ନିଖୋଜ ୧୮ ଜଣଙ୍କୁ ଖୋଜୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡ କାର୍ଡ ଲଞ୍ଚ୍‌କଲେ ଟ୍ରମ୍ପ୍‌: ଜାଣନ୍ତୁ…

ଓ୍ବାଶିଂଟନ୍‌,୧୧ା୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ୧ ନିୟୁତ ଡଲାର ମୂଲ୍ୟର ‘ଟ୍ରମ୍ପ୍‌ ଗୋଲ୍ଡ କାର୍ଡ’ ଲଞ୍ଚ୍‌ କରିଛନ୍ତି। ଏହି ଭିଜା କାର୍ଯ୍ୟକ୍ରମ ଆପ୍ରବାସୀଙ୍କୁ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri