Posted inଜାତୀୟ

କର୍ନାଟକରେ ବଡ଼ଧରଣର ଭୂସ୍ଖଳନ: ୭ ମୃତ, ୩ ନିଖୋଜ

ବେଙ୍ଗାଲୁରୁ,୨୦ା୭: ଉତ୍ତର କର୍ନାଟକରେ ଭୂସ୍ଖଳନ ଯୋଗୁ ବଡ଼ ଧରଣର ଅଘଟଣ ଘଟିଛି। ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ବର୍ତ୍ତମାନ ସୁଦ୍ଧା ନିଖୋଜ ଅଛନ୍ତି।

ଡେପୁଟି କମିଶନର କହିଛନ୍ତି, ୧୦ ଜଣ ନିଖୋଜ ଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଉ ୩ ଜଣ ବର୍ତ୍ତମାନ ସୁଦ୍ଧା ନିଖୋଜ ଅଛନ୍ତି। ତେବେ ଏନ୍‌ଡିଆର୍‌ଏଫ୍‌ ଟିମ୍‌, ଏନ୍‌ଏଚ୍‌ ଟିମ୍‌, ନୌସେନା, ତଟରକ୍ଷୀ ବାହିନୀ, ଅଗ୍ନିଶମ ସେବା, ସ୍ଥାନୀୟ ପୋଲିସ, ସମସ୍ତେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri