Posted inଜାତୀୟ

ପ୍ରବଳ ବର୍ଷାରେ ମଣିପୁରରେ ଭୂସ୍ଖଳନ

ଇମ୍ଫାଲ,୧୭।୮: ମଣିପୁରରେ ଦୀର୍ଘ ଦିନ ଧରି ହିଂସା ଥମି ନ ଥିବା ବେଳେ ରାଜ୍ୟ ପୁଣି ଏକ ଅସୁବିଧାର ସମ୍ମୁଖିନ ହୋଇଛି। ପ୍ରବଳ ବର୍ଷା ଯୋଗୁ ରାଜ୍ୟର ନୋନି ଜିଲାରେ ଏକ ବଡ଼ ଧରଣର ଭୂସ୍ଖଳନ ହୋଇଛି। ଭୂସ୍ଖଳନରେ ଇମ୍ଫାଲ-ସିଲଚର ରାଜପଥ ଅବରୋଧ ହୋଇଛି। କେବଳ ଏତିକି ନୁହେଁ, ଭୂସ୍ଖଳନ ହେତୁ ଅତିକମରେ ୫୦୦ ମାଲବାହୀ ଗାଡି ରାସ୍ତାରେ ଫସି ରହିଛି।

ରାଜ୍ୟର ଜାତୀୟ ରାଜପଥ ୩୭ ଏରଙ୍ଗ ଏବଂ ଆୱାଙ୍ଗଖୁଲ ଭାଗ ୨, ଖୋଙ୍ଗସଙ୍ଗ ଏବଂ ଆୱାଙ୍ଗଖୁଲ ଏବଂ ରଙ୍ଗଖୋଇ ଗ୍ରାମ ମଧ୍ୟରେରେ ଏହି ଭୂସ୍ଖଳନ ଘଟିଛି। ରାସ୍ତା ସଫା କରିବା ସହ ପୁଣି ଯାତାୟତକୁ ପୂର୍ବଭଳି କରିବାକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଚାଲିଛି ବୋଲି ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri