ଉତ୍ତର-ପଶ୍ଚିମ ପାକିସ୍ତାନରେ ଭୂସ୍ଖଳନ, ୨ ଆଫଗାନ ନାଗରିକ ମୃତ, ଫସି ରହିଛି ୨୦ରୁ ଅଧିକ ଟ୍ରକ

ଇସଲାମାବାଦ,୧୮।୪: ଉତ୍ତର-ପଶ୍ଚିମ ପାକିସ୍ତାନର ତୋରଖମ ସୀମାବର୍ତ୍ତି ସହର ନିକଟରେ ଭୂସ୍ଖଳନ ହୋଇଛି। ଏଥିରେ ଅତିକମରେ ୨ ଜଣ ଆଫଗାନ ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଭୂସ୍ଖଳନରେ ୮ ଆହତ ହୋଇଛନ୍ତି। ଏହାସହ ୨୦ରୁ ଅଧିକ ଟ୍ରକ ଦବି ରହିଥିବା ଅନୁମାନ କରାଯାଉଛି।

ସୂଚନାଯୋଗ୍ୟ, ଆଫଗାନିସ୍ତାନ ସୀମା ନିକଟରେ ଖୈବର ପଖତୁନଖ୍ବାର ଖୈବର ଦରେ ନିକଟରେ ମଙ୍ଗଳବାର ଆସିଥିବା ଝଡ ତୋଫାନ ପରେ ଭୂସ୍ଖଳନ ହୋଇଥିଲା। ଉଦ୍ଧାରକାରୀ ଅଧିକାରୀମାନେ କହିଛନ୍ତି, ଏହି ଭୂସ୍ଖଳନରେ ୨ ଆଫଗାନ ନାଗରିକଙ୍କ ମୃତ୍ୟୁ ହୋଇଛି। ଏବେବି ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଖୈବର ଜିଲା ଡେପୁଟି କମିଶନର ଅବଦୁଲ ନାସିର ଖାଁ କହିଛନ୍ତି, ଭୂସ୍ଖଳନରେ ୨ ଆଫଗାନ ସାଧାରଣ ନାଗରିକଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ମୃତଦେହ ଉଦ୍ଧାର କରିବାକୁ ଚେଷ୍ଟା କରୁଛନ୍ତି। ଏଥିରେ ଆହତ ହୋଇଥିବା ୮ ଜଣଙ୍କୁ ପ୍ରାଥମିକ ଚିକିତ୍ସା ଯୋଗାଇ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri