Posted inଜାତୀୟ

ଓ୍ବାୟନାଡରେ ଭୂସ୍ଖଳନ, ୧୦୦ରୁ ଅଧିକ ଲୋକ ଦବି ରହିଥିବା ଆଶଙ୍କା

ଓ୍ବାୟନାଡ,୩୦।୭: ପ୍ରବଳ ବର୍ଷା ପରେ କେରଳର ୱାୟନାଡରେ ଭୂସ୍ଖଳନ ଘଟିଛି। ଭୂସ୍ଖଳନ ହେତୁ ୧୦୦ରୁ ଅଧିକ ଲୋକ ମାଟି ତଳେ ପୋତି ହୋଇ ପଡଇଥିବା ଅନୁମାନ କରାଯାଉଛି,ଉଦ୍ଧାର କାର୍ଯ୍ୟଜାରି ରହିଛିି। କୁହାଯାଉଛି ଯେ ଭୂସ୍ଖଳନରେ ଦୁଇ ଜଣ ଶିଶୁଙ୍କ ସମେତ ୫ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (କେଏସଡିଏମଏ) କହିଛି ଯେ ପ୍ରଭାବିତ ଅଞ୍ଚଳରେ ଅଗ୍ନିଶମ ବାହିନୀ ଏବଂ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ) ଦଳ ନିୟୋଜିତ ହୋଇଛନ୍ତି। NDRF ର ଏକ ଅତିରିକ୍ତ ଦଳ ୱାୟନାଡକୁ ଯାଉଛନ୍ତି । ଏହି ଅଞ୍ଚଳର ସିଏମଓ ଅନୁଯାୟୀ ସ୍ବାସ୍ଥ୍ୟ ବିଭାଗ – ଜାତୀୟ ସ୍ବାସ୍ଥ୍ୟ ମିଶନ ଏକ ନିୟନ୍ତ୍ରଣ କକ୍ଷ ଖୋଲି ଜରୁରୀକାଳୀନ ସହାୟତା ପାଇଁ 9656938689 ଏବଂ 8086010833 ହେଲ୍ପଲାଇନ ନମ୍ବର ଜାରି କରିଛି।
ଦୁଇଟି ହେଲିକପ୍ଟର MI-17 ଏବଂ ଗୋଟିଏ ALH ସକାଳ ୭ଟା ୩୦ରେ ସୁଲୁରରୁ ଛାଡିଛନ୍ତି।
କେରଳର ଭିଥିରୀ, କାଲାପାଟ୍ଟା, ମେପ୍ପାଡି ଏବଂ ମନନ୍ତଭାଡି ଡାକ୍ତରଖାନା ସମେତ ସମସ୍ତ ଡାକ୍ତରଖାନା ପ୍ରସ୍ତୁତ ଅଛି। ସମସ୍ତ ସ୍ବାସ୍ଥ୍ୟ କର୍ମୀ ସେବା ପାଇଁ ରାତିରେ ପହଞ୍ଚିଥିଲେ। ୱାୟନାଡରେ ସ୍ବାସ୍ଥ୍ୟ କର୍ମୀଙ୍କ ଅଧିକ ଦଳ ନିୟୋଜିତ ହେବେ। କେରଳ ସ୍ବାସ୍ଥ୍ୟମନ୍ତ୍ରୀ ଭୀନା ଜର୍ଜ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri