ମାଟି ଧସି ରାସ୍ତା ଅବରୋଧ

ଦଶମନ୍ତପୁର,୧୩ା୯ (ଡି.ଏନ. ଏ.):ଦଶମନ୍ତପୁର ବ୍ଲକ କାର୍ଯ୍ୟାଳୟ ଛକଠାରୁ ମୁର୍କାର ପଞ୍ଚାୟତକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଅଧିକଂଶ ସମୟ ମାଟି ଧସି ରାସ୍ତା ଅବରୋଧ ହେଉଛି। ଫଳରେ ଯାନ ବାହାନ ଚଳାଚଳ ବାଧାପ୍ରାପ୍ତ ହେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ବ୍ଲକ କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂର ଗୌଡ ବାରିକଣ୍ଟା ଗ୍ରାମ ନିକଟରେ ଏଭଳି ଦେଖିବାକୁ ମିଳିଛି। ରାସ୍ତା କଡ଼ରେ ଡ୍ରେନେଜ ବ୍ୟବସ୍ଥା ନ ଥିବା ଯୋଗୁ ବର୍ଷା ଦିନେ ମାଟି ଧଶୁୁଛି। ଫଳରେ ପ୍ରତେହ ଏହି ରାସ୍ତାରେ ଛୋଟ ବଡ ଦୁର୍ଘଟଣାମାନ ଘଟୁଛି। ଏହି ରାସ୍ତା ଉପରେ ମୁର୍କାର ପଞ୍ଚାୟତବାସୀଙ୍କ ସମେତ ଦଶମନ୍ତପୁର, ଲକ୍ଷ୍ମୀପୁର ଅଞ୍ଚଳବାସୀ ମଧ୍ୟ ନିର୍ଭର କରନ୍ତି। ଆର୍‌ଡି ବିଭାଗ ଦାୟିତ୍ୱରେ ଥିବା ଏହି ରାସ୍ତା ସମ୍ପର୍କରେ କନିଷ୍ଠଯନ୍ତ୍ରୀ ଦୁର୍ଗା ଚରଣ ମର୍ଣ୍ଡିଙ୍କୁ ପଚାରିବାରୁ ସେ କହିଲେ ଖୁବ ଶୀଘ୍ର ମରାମତି କରି ରାସ୍ତା ସମସ୍ୟା ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri