ରୁଦ୍ରପ୍ରୟାଗ,୯।୮: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଅଞ୍ଚଳରେ ଭୂସ୍ଖଳନ ଘଟିଛି। ଫଳରେ ଗୋଟିଏ ତିନି ମହଲା ହୋଟେଲ ମାଟିରେ ମିଶିବା ସହ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୧୭ ଜଣ ଲୋକ ନିଖୋଜ ଅଛନ୍ତି। ପ୍ରବଳ ବର୍ଷା କାରଣରୁ ସହରର ରାମପୁର ମାର୍କେଟ ଅଞ୍ଚଳରେ ଭୂସ୍ଖଳନ ଘଟିଥିଲା। ଘଟଣାବେଳେ ସ୍ଥାନୀୟ ଲୋକେ ସେଠାରେ ଉପସ୍ଥିତ ଥିଲେ। ତେବେ ହୋଟେଲ ଭୁଶୁଡ଼ିବା ପରେ ଲୋକେ ଦୌଡିବାରେ ଲାଗିଥିଲେ। ଅପରପକ୍ଷେ ଭୂସ୍ଖଳନ ପୂର୍ବରୁ ଏହି ହୋଟେଲ ସହ ସ୍ଥାନୀୟ ଅଞ୍ଚଳରେ ଥିବା ଘର ଓ ରାସ୍ତାକୁ ଖାଲି କରାଯାଇଥିବାରୁ ଏକ ବଡ଼ ଧରଣର ଅଘଟଣକୁ ରୋକା ଯାଇପାରିଥିଲା।
ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା
ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…
ଅଲ୍ ଓଡ଼ିଶା ଲିଲି କପ୍ ବାସ୍କେଟବଲ୍ ଟୁର୍ଣ୍ଣାମେଣ୍ଟ: ଏମ୍-୩ ପାନ୍ଥର୍ସ କଟକ ଚମ୍ପିୟାନ
କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…
ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ
ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…
CJP ନିର୍ବାଚନ ଲଢିଲେ ଭୋଟ୍ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!
ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…
ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…
ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…
ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ
କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…
‘ଏମ୍ଭି ଓସେନ ୱିନର୍’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ
ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…
PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ
ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…
Archives

