Posted inଫୁରସତ

ଭାବନା ପରିପ୍ରକାଶରେ ଭାଷା

ସଭ୍ୟତାର ବିକାଶ ସହିତ ସମାଜରରେ ଭାଷା ଏକ ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ପାଲଟିଥିଲା। କାରଣ ଭାବନା ପରିପ୍ରକାଶ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ଥିଲା। ଅଧିକ ସଂଖ୍ୟକ ଲୋକ ବୁଝି ପାରୁଥିବା ଭାଷା ଦ୍ୱାରା ଏବେ ସରକାର ବିଭିନ୍ନ ନୀତି ପ୍ରଣୟନ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ଯାହାଦ୍ୱାରା ଅଧିକ ଲୋକ ସରକାରଙ୍କ ଆଭିମୁଖ୍ୟ ସମ୍ପର୍କରେ ଅବଗତ ହୋଇପାରିବେ। ଭାରତରେ ରାଷ୍ଟ୍ରଭାଷା ଭାବେ ହିନ୍ଦୀକୁ ଗ୍ରହଣ କରାଯାଇଛି।
଼୍ବିନ୍ଦୀ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ୧୦ ଜାନୁୟାରୀରେ ବିଶ୍ୱ ହିନ୍ଦୀ ଦିବସ ପାଳନ କରାଯାଇଥାଏ। ଏହାର ଉଦ୍ଦେଶ୍ୟ ହେଉଛି ହିନ୍ଦୀକୁ ବିଶ୍ୱସ୍ତରରେ ପ୍ରୋତ୍ସାହିତ କରିବା ଏବଂ ଏହାକୁ ଏକ ଅନ୍ତର୍ଜାତୀୟ ଭାଷା ଭାବରେ ଉପସ୍ଥାପନ କରିବା ପାଇଁ ସଚେତନତା ସୃଷ୍ଟି କରିବା।
ବିଶ୍ୱରେ ହିନ୍ଦୀର ବିକାଶ ଏବଂ ପ୍ରସାର ଲକ୍ଷ୍ୟରେ ବିଶ୍ୱ ହିନ୍ଦୀ ସମ୍ମିଳନୀ ଆରମ୍ଭ ହୋଇଥିଲା ଏବଂ ୧୯୭୫ ଜାନୁୟାରୀ ୧୦ରେ ନାଗପୁରରେ ପ୍ରଥମ ବିଶ୍ୱ ହିନ୍ଦୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ତେଣୁ ଏହି ଦିନଟିକୁ ସ୍ମରଣ କରି ପ୍ରତିବର୍ଷ ଜାନୁୟାରୀ ୧୦ରେ ‘ବିଶ୍ୱ ହିନ୍ଦୀ ଦିବସ’ ଭାବରେ ପାଳନ କରାଯାଇଥାଏ।
ସେପ୍ଟେମ୍ବର ୧୯୪୯ରେ ଭାରତ ସରକାରଙ୍କ ପକ୍ଷରୁ ହିନ୍ଦୀକୁ ସରକାରୀ ଭାଷା ଭାବରେ ଘୋଷଣା କରାଯାଇଥିଲା। ୧୯୫୩ରେ ରାଷ୍ଟ୍ର ଭାଷା ପ୍ରସାର ସମିତିର ସୁପାରିସ କ୍ରମେ ଏହି ଦିନକୁ ହିନ୍ଦୀ ଦିବସ ଭାବେ ପାଳନ କରାଯିବାକୁ ନିଷ୍ପତ୍ତି ହେଲା।
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୦ ଜାନୁୟାରୀ ୨୦୦୬ରେ ପ୍ରତିବର୍ଷ ବିଶ୍ୱ ହିନ୍ଦୀ ଦିବସ ପାଳନ କରିବାକୁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri