ଚୋରି କରିବାକୁ ଆସିଥିଲା ଚୋର, ବ୍ୟାଗ୍‌ ଭର୍ତ୍ତି ଟଙ୍କା ଦେଖି ହେଲା ହାର୍ଟ ଆଟାକ୍‌, ଆଉ ତା’ ପରେ…

ଲକ୍ଷ୍ନୌ,୧।୪: ଉତ୍ତରପ୍ରଦେଶର ବିଜନୋରରେ ଚୋରି କରିବାକୁ ଆସିଥିବା ଜଣେ ଚୋର ବ୍ୟାଗ୍‌ରେ ୭ ଲକ୍ଷ ଟଙ୍କା ଦେଖି ଖୁସିରେ ଆତ୍ମବିଭୋର ହୋଇଯାଇଥିଲେ। ସେ ଏତେ ଖୁସି ହୋଇଯାଇଥିଲେ ଯେ, ତାଙ୍କୁ ହାର୍ଟ ଆଟାକ୍‌ ହୋଇଥିଲା। ଫଳରେ ସେ ଡାକ୍ତରଖାନା ଯାଇଥିଲେ। ଏହି କାରଣରୁ ପୋଲିସ ମଧ୍ୟ ତାଙ୍କୁ ଧରିବା ପାଇଁ ପୋଲିସ ଡାକ୍ତରଖାନାରେ ପହଞ୍ଚିଥିଲା। ସେଠାରେ ସେ ସୁସ୍ଥ ହୋଇଥିଲେ। ପରେ ପୋଲିସ ଅଧୀକ୍ଷକ ଧର୍ମବୀର ସିଂହ ଚୋର ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମିଛ କହି ପ୍ରେମିକାଙ୍କ ସହ ଇଟାଲୀ ଯାଇଥିଲେ ବ୍ୟକ୍ତି, ଏବେ କରୋନାରେ ଆକ୍ରାନ୍ତ

ରୋମ୍‌: ବଲିଉଡ୍‌ର ଏକ ପ୍ରସିଦ୍ଧ ଗୀତ ଅଛି, ଯାହାକୁ ଆପଣ ନିଶ୍ଚିତ ଶୁଣିଥିବେ। ଗୀତଟି ହେଲା ପ୍ୟାର୍‌ ହମେ କିସି ମୋଡ୍‌ ପେ ଲେ ଆୟା,...

ସପ୍ତଫେଣୀ ସାପ କାତି ଦେଖି ଲୋକଙ୍କ ପୂଜାର୍ଚ୍ଚନା

କର୍ନାଟକର କନକାପୁରା ନାମକ ଗାଁର ଲୋକେ ସପ୍ତଫେଣୀ ସାପର କାତି ଦେଖିଥିବା କହିଛନ୍ତି। ଏହି ଗାଁର ଲୋକମାନେ ବୁଧବାର ସକାଳୁ ଏପରି ବିରଳ ସାପ କାତି...

ମୁଖ୍ୟମନ୍ତ୍ରୀ ପଦ ଦିଅ ସମର୍ଥନ ନିଅ: ଜେଜେପି

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନର ଭୋଟଗଣତି ଜାରି ରହିଛି। ଏଠାରେ ଭାଜପା ବହୁମତ ହାସଲଠାରୁ ପଛରେ ପଡ଼ିଛି। ଅପରପକ୍ଷରେ କଂଗ୍ରେସ ଶାସକ ଦଳ ସହିତ କଡ଼ା...

ଚିଦାମ୍ବରମ୍‌ଙ୍କ ଜାମିନ୍‌ର ନିଷ୍ପତ୍ତି ନେବେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୨୧।୮: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌ଙ୍କୁ ଇଡ଼ି ଏବଂ ସିବିଆଇ ପକ୍ଷରୁ ଖୋଜା ଚାଲିଛି। ଦିଲ୍ଲୀ...

ସାମାନ୍ୟ ସତର୍କତା ଅଭାବରୁ ସଂକ୍ରମିତ ହେଲେ ୪୩ ଜଣ

କାସରଗଡ଼,୨୭।୭: କରୋନା ଭାଇରସ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଏକ ପ୍ରକାର ଭାଙ୍ଗି ପକାଇଛି କହିଲେ ଚଳେ। ତେବେ କରୋନାଠାରୁ ଦୂରେଇ ରହିବାକୁ ହେଲେ ସରକାର...

ୟୁପିରେ ଅନର କିଲିଂ: ଦଳିତ ଯୁବକଙ୍କୁ ଜିଅନ୍ତା ଜାଳିଦେଲେ

ହର୍ଦୋଇ, ୧୭ା୯ (ପି.ଟି.): ଅନ୍ୟ ଜାତିର ଯୁବତୀଙ୍କ ସହ ସମ୍ପର୍କ ରଖିଥିବା ଅଭିଯୋଗରେ ଜଣେ ଦଳିତ ଯୁବକଙ୍କୁ ଜିଅନ୍ତା ଜାଳି ଦିଆଯାଇଛି। ଉତ୍ତରପ୍ରଦେଶର ହର୍ଦୋଇ ଜିଲା...

ପକ୍ଷୀକୁ ମାରୁଥିଲେ ଗୋଇଠା: ପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ପଶୁପକ୍ଷୀଙ୍କ ଭିଡିଓ ଭାଇରଲ ହେଉଛି। ଜଣେ ଯୁବକ ଏକ ପକ୍ଷୀକୁ ଗୋଇଠା ମାରୁଥିବାବେଳେ ତଳେ କଚାଡି ହୋଇ ପଡିଥିବା ଭିଡିଓ...

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ...

Advertisement

BGU

Archives

Model This Week

Why Dharitri