ଭୟଙ୍କର ବୋମା ବିସ୍ଫୋରଣ: ୨୭ ମୃତ

ଆବୁଜା,୨୬।୧: ନାଇଜେରିଆରେ ବଡ଼ ବୋମା ବିସ୍ଫୋରଣର ଘଟଣା ଘଟିଛି। ଏହି ବିସ୍ଫୋରଣରେ ୨୭ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ରୀୟ ନାଇଜେରିଆରେ ଏହି ଘଟଣା ଘଟିଛି। ବୋମା ବିସ୍ଫୋରଣ ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ବିଷୟରେ ପୋଲିସ ନିଶ୍ଚିତ କରିଛି। ପୋଲିସ କହିଛି ଯେ, ନାଇଜେରିଆର ଏକ ବୋମା ବିସ୍ଫୋରଣରେ ୨୭ ପ୍ରାଣ ହରାଇଥିବାବେଳେ ଅନେକ ଲୋକ ଆହତ ହୋଇଥିବା କୁହାଯାଉଛି। ମୃତକଙ୍କ ସଂଖ୍ୟା ବଢିବାର ସମ୍ଭାବନା ଅଛି।
ବୋମା ବିସ୍ଫୋରଣରେ ଆହତ ସମସ୍ତ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାନୁସାରେ, କେନ୍ଦ୍ରୀୟ ନାଇଜେରିଆର ଯେଉଁଠାରେ ବିସ୍ଫୋରଣ ଘଟିଛି ସେହି ଅଞ୍ଚଳ ଜାତିଗତ ଏବଂ ଧାର୍ମିକ ତିକ୍ତତା ପାଇଁ ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ-ୟୁକ୍ରେନ ଯୁଦ୍ଧରେ ନୂଆ ମୋଡ! ଟ୍ରମ୍ପଙ୍କୁ ଭେଟିବେ ଜେଲନସ୍କି

ଓ୍ବାଶିଂଟନ,୨୭।୧୨: ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ପ୍ରୟାସ ମଧ୍ୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର (ଡିସେମ୍ବର ୨୮) ଫ୍ଲୋରିଡାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଆମେରିକାରେ ବିମାନସେବା ପ୍ରଭାବିତ, ୧୧୦୦ ଉଡାଣ ରଦ୍ଦ, ୪୦୦୦ ବିମାନ ବିଳମ୍ବ, ଜାଣନ୍ତୁ କାରଣ

ଓ୍ବାଶିଂଟନ,୨୭।୧୨: ଶୁକ୍ରବାର (ଡିସେମ୍ବର ୨୬) ଖ୍ରୀଷ୍ଟମାସ ଛୁଟି ସତ୍ତ୍ୱେ ଆମେରିକାର ବିମାନ କମ୍ପାନୀଗୁଡ଼ିକ ୧୦୦୦ ରୁ ଅଧିକ ଉଡ଼ାଣ ବାତିଲ କରିଛନ୍ତି, କାରଣ ଦେଶର ଅଧିକାଂଶ...

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ...

ନୂଆବର୍ଷରେ BSNLର ଦମଦାର ଅଫର୍‌, ମାସେ ଯାଏ ଫ୍ରି ଇଣ୍ଟଟରନେଟ୍‌କୁ ସବୁ ମାଗଣା!

ନୂଆଦିଲ୍‌ଲୀ,୨୭।୧୨: ସୁଲଭ ରିଚାର୍ଜ ପ୍ଲାନ ସହିତ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥିବା ସରକାରୀ ଟେଲିକମ କମ୍ପାନୀ BSNL, ନୂତନ ବର୍ଷ ପାଇଁ ଏକ ଚମତ୍କାର ଅଫର ଘୋଷଣା...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri