Posted inUncategorized

ବଡ଼ ଧରଣ ବିସ୍ଫୋରଣ: ରାଉରକେଲା ଷ୍ଟିଲ ପ୍ଲାଣ୍ଟର ୫ ଶ୍ରମିକ ଗୁରୁତର

ଭୁବନେଶ୍ୱର,୨୭।୯: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଶନିବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଯୋଗୁ ୫ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।
ରାଉରକେଲା ଷ୍ଟିଲ ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌-୧ ୟୁନଟ୍‌ରେ ଏହି ବିସ୍ଫୋରଣ ହୋଇଛି।  ଗୁରୁତର ୫ ଶ୍ରମିକଙ୍କୁ ତୁରନ୍ତ ଆଇଜିଏଚ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗୁରୁତରମାନେ ହେଲେ ହେମନ୍ତ କୁମାର ମେହର, ଭାଗବତ ମୁର୍ମୂ, ଜି.ବି କାଲୋ, କେ.କେ ବାରିକ ଓ ପ୍ରଦୀପ ଇକ୍କା ।
ତେବେ କିପରି ଓ କାହିଁକି ଏହି ବିସ୍ଫୋରଣ ଘଟିଲା ସେ ନେଇ ଷ୍ଟିଲ ପ୍ଲାଣ୍ଟ କର୍ତ୍ତୃପକ୍ଷ କୌଣସି ସୂଚନା ଦେଇ ନାହାନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri