କଲମ୍ବୋ,୧୪।୧୧ : ଶ୍ରୀଲଙ୍କାରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିଚ୍ଟର ସ୍କେଲରେ ୬.୨ ରେ ମାପ କରାଯାଇଛି। ମଧ୍ୟାହ୍ନ ୧୨ଟା ୩୧ରେ ଏହି ଭୂକମ୍ପ ଘଟିଛି। ଏହାର କେନ୍ଦ୍ର ଭୂଗର୍ଭରେ କଲମ୍ବୋ ଠାରୁ ୧୦ କିଲୋମିଟର ଦକ୍ଷିଣ-ପୂର୍ବରେ ଥିଲା।
କଲମ୍ବୋ,୧୪।୧୧ : ଶ୍ରୀଲଙ୍କାରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିଚ୍ଟର ସ୍କେଲରେ ୬.୨ ରେ ମାପ କରାଯାଇଛି। ମଧ୍ୟାହ୍ନ ୧୨ଟା ୩୧ରେ ଏହି ଭୂକମ୍ପ ଘଟିଛି। ଏହାର କେନ୍ଦ୍ର ଭୂଗର୍ଭରେ କଲମ୍ବୋ ଠାରୁ ୧୦ କିଲୋମିଟର ଦକ୍ଷିଣ-ପୂର୍ବରେ ଥିଲା।
ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…
ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…
ପୁରୀ,୩୦ା୯(ଅଜିତ୍ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍ରେ ସର୍ବସାଧାରଣଙ୍କ…
ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବାରମ୍ବାର କହିଆସୁଛନ୍ତି।…
ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…
ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍ଓ୍ବାଇସିଏସ୍) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…
ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…
ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…