SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ। ଗୁରୁତର ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି। ନିଆଁ ଲିଭାରେ ଦମକଳ ବାହିନୀ ନିୟୋଜିତ ଅଛନ୍ତି।
SCB ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୦ ଘଣ୍ଟା ହେଲା ୮ ପଞ୍ଚାୟତରେ ନାହିଁ ବିଜୁଳି, ଗରମ ଗୁଳୁଗୁଳିରେ ସିଝିଲେ ଉପଭୋକ୍ତା

ଦାରିଙ୍ଗବାଡ଼ି,୩୦ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରରେ ୧୦ ଘଣ୍ଟା ହେଲା ୮ ପଞ୍ଚାୟତ ଅଞ୍ଚଳରେ ବିଦ୍ୟୁତ୍‌ ସେବା ଠପ୍‌ ହୋଇଯାଇଛି। କୌଣସି ବର୍ଷା…

‘ଆମେରିକାର ବିଫଳତା ସହ ହର୍ମୁଜରେ ଏକ ନୂତନ ଅଧ୍ୟାୟ…,’ ଟ୍ରମ୍ପଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କଲେ ଇରାନର ସର୍ବୋଚ୍ଚ ନେତା

ତେହରାନ,୩୦।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଗୁରୁବାର ଏକ ଲିଖିତ ବିବୃତ୍ତିରେ ଆମେରିକା ଉପରେ ଏକ କଠୋର ଆକ୍ରମଣ ଜାରି କରିଛନ୍ତି। ଇରାନର ସରକାରୀ ଟେଲିଭିଜନରେ…

ଅବସର ଦିନ ହିଁ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ସମସ୍ତ ପ୍ରାପ୍ୟ, ବିଇଓଙ୍କ ପକ୍ଷକ୍ଷେପକୁ ପ୍ରଶଂସା

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ ଅବସର ଦିନ ହିଁ ଶିକ୍ଷକ ହେଉ କି କର୍ମଚାରୀ ସମସ୍ତଙ୍କୁ ବକେୟା…

‘ମୋ ସମ୍ପର୍କରେ ସୋନିଆ ଗାନ୍ଧୀ ହିଁ ନିଷ୍ପତ୍ତି ନିଅନ୍ତି’, କାହିଁକି ଏମିତି କହିଲେ ଖାର୍ଗେ? ଜାଣନ୍ତୁ କେଉଁଠି କହିଲେ

ନୂଆଦିଲ୍ଲୀ,୩୦।୪: କର୍ନାଟକ ରାଜନୀତିରେ ନେତୃତ୍ୱ ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ମଧ୍ୟରେ, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି…

ଆମେରିକାର ବଡ଼ ଦାବି, ଅଟକାଇଛି ୪୨ ଜାହାଜ, ଏହା ପରେ ବି କାହିଁକି ହାର ମାନୁ ନାହିଁ ତେହରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ,୩୦।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛି। ଆମେରିକୀୟ ସେନା ଅନୁଯାୟୀ, ଇରାନ ବିରୁଦ୍ଧରେ ଚାଲିଥିବା ସାମୁଦ୍ରିକ…

ଏପ୍ରିଲ ୩୦ରୁ ଶତ୍ରୁ ରାଶିରେ ଗୋଚର କଲେ ଚନ୍ଦ୍ର, ୩ ରାଶି ପାଇଁ ଅଶୁଭ

ଚନ୍ଦ୍ରଙ୍କ ଗୋଚର ଏପ୍ରିଲ ୩୦ ତାରିଖ ଦିନ ଅପରାହ୍ନ ୧:୧୪ ରେ ହୋଇଛି । ଚନ୍ଦ୍ର ଶୁକ୍ରଙ୍କ ଦ୍ୱାରା ଶାସିତ ତୁଳା ରାଶିରେ ପ୍ରବେଶ କରିଛି ।…

ବିଲକୁ ଖତ ନେଇ ଯାଇଥିଲେ ଚାଷୀ, ହଠାତ୍‌ ମାରିଲା ବିଜୁଳି-ଘଡ଼ଘଡ଼ି, ଆଉ ତା’ ପରେ…

ଖଣ୍ଡପଡ଼ା,୩୦ା୪(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରୟତି ଢୋଲମରା ଗ୍ରାମପଞ୍ଚାୟତ ଅଧୀନ ମଇଁଶିବିନ୍ଧା ଗ୍ରାମର ଜନୈକ ଗରିବ ଚାଷୀ ଭଗବାନ ନାୟକଙ୍କ ପୁତ୍ର…

କରିସ୍ମା କପୁରଙ୍କ ସନ୍ତାନଙ୍କ ବଡ଼ ବିଜୟ; ଦିଲ୍ଲୀ ହାଇକୋର୍ଟଙ୍କ କଡ଼ା ପଦକ୍ଷେପ, ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍

ନୂଆଦିଲ୍ଲୀ,୩୦ା୪: ସଞ୍ଜୟ କପୁରଙ୍କ ସମ୍ପତ୍ତି ବିବାଦ ସମ୍ପର୍କରେ ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ହାଇକୋର୍ଟ ସଞ୍ଜୟ କପୁରଙ୍କ ସମ୍ପତ୍ତିକୁ ସୁରକ୍ଷିତ ରଖିବାକୁ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri