କୋମ୍ବିଂବେଳେ ବିପୁଳ ପରିମାଣର ବିସ୍ଫୋରକ, ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୨୬ା୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ବିଚ୍ଛିନ୍ନାଞ୍ଚଳରୁ ସୋମବାର ସୁରକ୍ଷା କର୍ମୀଙ୍କ ଦ୍ୱାରା ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ମାଓବାଦୀଙ୍କ ଚଳପ୍ରଚଳ ନେଇ ଗୋଇନ୍ଦା ସୂଚନା ଅଧାରରେ ବିଏସ୍‌ଏଫ୍‌(୯ମ ବାଟାଲିଅନ୍‌) ଏବଂ ଏସ୍‌ଓଜି ପକ୍ଷରୁ ମିଳିତ ଅପରେଶନ ଆରମ୍ଭ ହୋଇଥିଲା। ଚିତ୍ରକୋଣ୍ଡା ବ୍ଲକ୍‌ ଯୋଡ଼ାମ୍ବ ଥାନା ଅଧୀନ ମୁକୁଦିପାଲ୍ଲୀ, ଗୁରାସେତୁ, ବେଜିଙ୍ଗି, ଜମ୍ପଲୁର ଓ ପାରଲୁବନ୍ଧ ଗ୍ରାମରେ କୁମ୍ବିଂବେଳେ ଜଙ୍ଗଲରେ ମାଟିତଳେ ଲୁଚାଇ ରଖାଯାଇଥିବା ବନ୍ଧୁକ, କ୍ଲେମୋର ବୋମା, କୋଡେକ୍ସ କେବଲ, ୮ ଡିଟୋନେଟର, ଅକ୍ସିଜେନ ସିଲିଣ୍ଡର(୪୦କେ.ଜି.), କ୍ୟାମେରା ଫ୍ଲାଶ୍‌ ଓ ସୁଇଚ୍‌, ଜିିପିଏସ୍‌ ପାଉଚ୍‌ ସମେତ ବିଭିନ୍ନ ବିସ୍ଫୋରକ ଏବଂ ମାଓବାଦୀ ଲିଫ୍‌ଲେଟ ପ୍ରଭୃତି ଜବତ କରାଯାଇଛି। ଯବାନ ଏବଂ ସାଧାରଣ ଲୋକଙ୍କ ଉଦ୍ଦେଶ୍ୟରେ ମାଓବାଦୀମାନେ ଏହି ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ଲୁଚାଇ ରଖିଥିବା ସନ୍ଦେହ କରାଯାଉଥିବା ମାଲକାନଗିରି ଏସ୍‌ପି ଋଷିକେଶ ଡି. ଖିଲାରି ସୂଚନା ଦେଇଛନ୍ତି। ଏ ନେଇ ଅଧିକ ତଦନ୍ତ ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲପମ୍ପରେ ପଶି ମ୍ୟାନେଜରଙ୍କୁ ଆକ୍ରମଣ କରି ଲୁଟିନେଲେ ଟଙ୍କା: କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ

ବାଲେଶ୍ୱର ଅଫିସ, ୨୫।୮: ବାଲେଶ୍ବର ଜିଲା ଚାନ୍ଦିପୁର ରାସ୍ତାରେ ଥିବା ଏକ ପେଟ୍ରୋଲପମ୍ପରେ ସୋମବାର ରାତିରେ ୩ ଦୁର୍ବୃତ୍ତ ପଶି ମ୍ୟାନେଜରଙ୍କୁ ଆକ୍ରମଣ କରିଛନ୍ତି। ଏହା...

ଲିଜ୍‌ଧାରୀଙ୍କ ନାଁରେ ମାମଲା

ବାରିପଦା ଅଫିସ,୧୯ା୮: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ମହୁପୁରା ଘାଟରୁ ବେଆଇନ ବାଲି ଉତ୍ତୋଳନ ଘଟଣାକୁ ନେଇ ଲିଜଧାରୀଙ୍କ ନାଁରେ ବଡ଼ସାହି ଥାନାରେ ମାମଲା...

ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ ଲାଗି ଭାଜପାର ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର, ୧ା୧୦(ବ୍ୟୁରୋ):ରାଜ୍ୟରେ ଖାଲି ହୋଇଥିବା ଦୁଇଟି ବିଧାନସଭା ଆସନ ତିର୍ତ୍ତୋଲ ଏବଂ ବାଲେଶ୍ୱର ଆସନରେ ଉପନିର୍ବାଚନ ନେଇ ନିର୍ବାଚନ ତାରିଖ ଘୋଷଣା ସରିଛି। ଆସନ୍ତା ନଭେମ୍ବର...

ଯାତ୍ରୀ ବିଶ୍ରାମାଗାର ପୁନଃ ନିର୍ମାଣ ଦାବି

କୁଜଙ୍ଗ,୩ା୧୨(ଡି.ଏନ୍‌.ଏ.): କୁଜଙ୍ଗ ବଜାରସ୍ଥିତ କଟକ-ପାରାଦୀପ ରାଜ୍ୟ ରାଜପଥ କଡ଼ରେ ଥିବା ଏକ ସ୍ଥାୟୀ ଯାତ୍ରୀ ବିଶ୍ରାମାଗାରକୁ ବ୍ଲକ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇ ଦୋକାନ ଘର...

ଖସୁଛି ସଂକ୍ରମଣ: ଆଜି ୬୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ରବିବାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ଜଣ...

୮୦ ବିସ୍ଥାପିତ ଶ୍ରମିକଙ୍କୁ ଉଠାଇନେଲା ପୋଲିସ

ଛତ୍ରପୁର, ୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ କାର୍ଯ୍ୟାଳୟରେ ସ୍ଥାୟୀ ନିଯୁକ୍ତି ଦାବିରେ ଗତ ଶନିବାରଠାରୁ ୮୦ ଶ୍ରମିକ ଧାରଣାରେ ବସିଥିଲେ।...

‘ଆତ୍ମସଂଯମ ହିଁ ଏକମାତ୍ର ବିକଳ୍ପ’

ଭୁବନେଶ୍ୱର,୫ା୬(ବ୍ୟୁରୋ):ଜୀବନ ଓ ଜୀବିକା ଦୁଇଟି ଯାକ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥରେ ରହିଲେ ଜୀବିକା ଆଗକୁ ବଢ଼ିବ। ଜୀବିକା ଗୁରୁତ୍ୱପୂର୍ଣ୍ଣ ବୋଲି ଲକ୍‌ଡାଉନ କୋହଳ କରାଯାଇଛି। ଜୀବନ ପ୍ରତି...

ମୃତ ରେଳ କର୍ମଚାରୀଙ୍କ ପରିବାରକୁ ୪୮ ଘଣ୍ଟାରେ ପେନ୍‌ସନ

ଭୁବନେଶ୍ୱର, ୫-୨:ଗତ ଜାନୁୟାରୀ ୨୮ ଦିନ ଖୋର୍ଦ୍ଧାରୋଡ଼ ଷ୍ଟେସନଠାରେ ରେଳପଥର ପଣ୍ୟବାହୀ ଟ୍ରେନରେ କାର୍ଯ୍ୟରତ ଗାର୍ଡ ପ୍ରଭୁଦତ୍ତ ବେହେରାଙ୍କ ଦେହାନ୍ତ ହୋଇଥିଲା। ତାଙ୍କ ପରିବାରବର୍ଗଙ୍କୁ ୪୮...

Advertisement
Archives

Model This Week