ବନ୍ଧୁକ ଦେଖାଇ ବଡ଼ବିଲ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ଯୋଡ଼ା,୧୯ା୧(ମାନସ ମହାନ୍ତି): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ଶାଖାରୁ ସୋମବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୫ କୋଟିରୁ ଊଦ୍ଧର୍‌ବ ଟଙ୍କାର ସୁନା ଅଳଙ୍କାର ସହ ୮ଲକ୍ଷ ନଗଦ ଟଙ୍କା ଲୁଟି ନେଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ୫ଟି ବାଇକ୍‌ରେ ୬ଜଣ ଦୁର୍ୱୃତ୍ତ ଆସି ବ୍ୟାଙ୍କରେ ପଶି ଥିଲେ। ପରେ ଦୁର୍ୱୃତ୍ତମାନେ ଧରିଥିବା ବନ୍ଧୁକ ବାହାର କରି ବ୍ୟାଙ୍କ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ରଖି ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ଏପରିକି ଦୁର୍ୱୃତ୍ତମାନେ ବ୍ୟାଙ୍କରେ ଥିବା ଗ୍ରାହକଙ୍କୁ ଏକ କୋଠରୀରେ ବନ୍ଦ କରିଦେଇଥିଲେ।ପରବର୍ତ୍ତି ସମୟରେ ଦୁର୍ୱୃତ୍ତମାନେ ବ୍ୟାଙ୍କରୁ ୫ କୋଟିରୁ ଊଦ୍ଧର୍‌ବ ଟଙ୍କାର ସୁନା ଅଳଙ୍କାର ସହ ୫ ଲକ୍ଷ ନଗଦ ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri