Posted inଜାତୀୟ

ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମ୍‌ ଲୋକାର୍ପିତ

ଅହମଦାବାଦ,୨୪।୨: ପୃଥିବୀର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମ୍‌ ଲୋକାର୍ପିତ ହୋଇଛି। ଗୁଜରାଟର ମୋଟେରା ଷ୍ଟାଡିୟମ୍‌କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଉପସ୍ଥିତ ଥିଲେ। ଏହାର ନିର୍ମାଣରେ ୮୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏଥିରେ ଲକ୍ଷେ ୩୨ ହଜାର ଦର୍ଶକ ଏକାଠି ବସି ଖେଳ ଦେଖିପାରିବେ। ଏଥିରେ ୭୫ କର୍ପୋରେଟ୍‌ ବକ୍ସ ରହିଛି। ପ୍ରତି ବକ୍ସରେ ୨୫ ଜଣ ବସିପାରିବେ। ଏଠାରେ ୧୦,୦୦୦ ଦୁଇ ଚକିଆ ଯାନ ସହିତ ୩୦୦୦ କାର ପାର୍କିଂ କରାଯାଇପାରିବ। ଷ୍ଟାଡିୟମ୍‌ର କ୍ଲବ୍‌ ହାଉସ୍‌ରେ ୫୫ଟି ରୁମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ଚିକିତ୍ସା ଲାଗି ଡେକ୍ସାମିଥାସୋନ୍‌କୁ ଅନୁମତି

ନୂଆଦିଲ୍ଲୀ,୨୮ା୬(ପି.ଟି.): ବହୁଳ ଭାବେ ବ୍ୟବହୃତ ହେଉଥିବା ଅପେକ୍ଷାକୃତ ଶସ୍ତା ଔଷଧ ଷ୍ଟେରଏଡ୍‌ ଡେକ୍ସାମିଥାସୋନ୍‌କୁ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବ୍ୟବହାର କରିବା ନିମନ୍ତେ କେନ୍ଦ୍ର ସ୍ବାସ୍ଥ୍ୟ...

ଶୁଭେନ୍ଦୁ ଅଧିକାରୀଙ୍କ ବଢିଲା ଅଡୁଆ

କୋଲକତା,୯।୭: ପଶ୍ଚିମବଙ୍ଗର ନନ୍ଦିଗ୍ରାମର ଭାରତୀୟ ଜନତା ପାର୍ଟିର ବିଧାୟକ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ କୋଣ୍ଟାଇ ପୋଲିସ ଷ୍ଟେଶନରେ ଏକ ମାମଲା ରୁଜୁ ହୋଇଛି। ଶୁଭେନ୍ଦୁଙ୍କ ପୂର୍ବତନ...

ଜେଲ୍‌ର ଅନୁଭୂତି ବଖାଣିଲେ ପାୟଲ

ମୁମ୍ବାଇ: ଅଭିନେତ୍ରୀ ପାୟଲ ରୋହତଗି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ତାଙ୍କ ବାପା ମୋତିଲାଲ ନେହେରୁଙ୍କ ବିରୋଧରେ ଆପତ୍ତିଜନକ ଟିପ୍ପଣୀ ଦେଇ ବିବାଦ ଘେରକୁ...

ସତ୍ୟପାଲ ଗୋଆ ରାଜ୍ୟପାଳ

ପଣଜୀ,୪ା୧୧(ପି.ଟି.): ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ରବିବାର ଗୋଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ବମ୍ବେ ହାଇକୋର୍ଟ ମୁଖ୍ୟ ବିଚାରପତି ପ୍ରଦୀପ ନନ୍ଦରାଯୋଗ ରାଜଭବନରେ...

ହସ୍ପିଟାଲରେ ଭର୍ତ୍ତି ହେବାକୁ ରାସ୍ତାରେ ଲାଇନ୍‌ ଲଗାଇଲେ କରୋନା ପଜିଟିଭ୍‌

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ରୋଗୀଙ୍କ ସହ ବଡ଼ ଅବହେଳା କରାଯାଇଥିବା ଚିତ୍ର ସାମ୍ନାକୁ ଆସିଛି। ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ କରୋନା ରୋଗୀମାନେ ରାସ୍ତାରେ...

ଉତ୍ତରପ୍ରଦେଶ ରାଜନୀତିରେ ଝଡ଼: ଯୋଗୀଙ୍କ ପ୍ରେମିକା ବୋଲି ଦାବି କଲେ ମହିଳା

ଲକ୍ଷ୍ନୌ, ୮।୬: ଉତ୍ତରପ୍ରଦେଶ ରାଜନୀତିରେ ଏବେ ଝଡ଼ ଉଠିଛି। ଜଣେ ମହିଳା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ପ୍ରେମିକା ବୋଲି ଦାବି କରିଛନ୍ତି। ତାଙ୍କ ସହିତ...

ଶାସକ ଏଲ୍‌ଡିଏଫ୍‌ ବିଜୟୀ

ଥିରୁଭାନନ୍ଥପୁରମ୍‌, ୧୭।୧୨: କେରଳ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନରେ ଶାସକ ବାମ ଗଣତାନ୍ତ୍ରିକ ସାମ୍ମୁଖ୍ୟ (ଏଲ୍‌ଡିଏଫ୍‌) ବହୁ ଆଗରେ ରହି ବଡ଼ ବିଜୟ ହାସଲ...

ଏମ୍‌ସିଡି ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ: ୪ରେ ଭୋଟିଂ, ୭ରେ ଫଳାଫଳ

ନୂଆଦିଲ୍ଲୀ,୪।୧୧: ଦିଲ୍ଲୀରେ ମ୍ୟୁନିସିପାଲଟି କର୍ପୋରେସନ ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଦିଲ୍ଲୀର ନିର୍ବାଚନ କମିଶନର ବିଜୟ ଦେବ ଶୁକ୍ରବାର ଅପରାହ୍ନ ୪ଟାରେ ଏକ ଖବରଦାତା...

Advertisement
Archives

Model This Week