Posted inଫୁରସତ

ସବୁଠୁ ବଡ଼ ଅଣ୍ଡରୱାଟର ସାଇକେଲ ପାର୍କିଂ

ଆମଷ୍ଟରଡାମ: ଆମଷ୍ଟରଡାମ ଏପରି ଏକ ସହର, ଯେଉଁଠାରେ ଲୋକେ ଯାତାୟାତ ପାଇଁ ସାଇକେଲର ବ୍ୟବହାର ବହୁଳ ମାତ୍ରାରେ କରିଥାନ୍ତି। ଏହି ସାଇକେଲ ସଂସ୍କୃତି ପାଇଁ ଦେଶରେ ଏହା ଖ୍ୟାତି ଅର୍ଜନ କରିପାରିଛି। ତେବେ ଏଥିନେଇ ଆଉ ଏକ ପାଦ ଆଗକୁ ବଢିଛି। ଏଠାରେ ଦୁନିଆର ସବୁଠାରୁ ବଡ଼ ଅଣ୍ଡରୱାଟର ସାଇକେଲ ପାର୍କିଂର ବ୍ୟବସ୍ଥା ହୋଇଛି। ଯେଉଁଠାରେ କି ୭ହଜାର ସାଇକେଲ୍‌ ପାର୍କିଂ କରିହେବ। ଏହି ୬୫ ମିଲିୟନ୍‌ ପ୍ରୋଜେକ୍ଟ ପାଇଁ ୪ ବର୍ଷ ସମୟ ଲାଗିଛି। ସହର ପ୍ରଦୂଷଣକୁ ବଞ୍ଚାଇବା ପାଇଁ ବାଇକ୍‌ ବଦଳରେ ସାଇକେଲ ବ୍ୟବହାର କରିବା ଏହି ପ୍ରୋଜେକ୍ଟର ମୂଳ ଲକ୍ଷ୍ୟ ରହିଛି। ଏହି ସାଇକେଲ ପାର୍କିଂ ସହରର ସେଣ୍ଟ୍ରାଲ ଷ୍ଟେଶନ ପାଖରେ ରହିଛି। ଯେଉଁଥିପାଇଁ ସେଣ୍ଟ୍ରାଲ ଷ୍ଟେଶନକୁ ଯିବାକୁ ସୁବିଧା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri