Posted inଜାତୀୟ

ଶୋପିଆନ୍‌ ଏନ୍‌କାଉଣ୍ଟରରେ ଲଶ୍କର କମାଣ୍ଡରଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୧୯।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ଶୀର୍ଷ କମାଣ୍ଡର ଇଶଫାକ୍‌ ଡାର ରହିଛନ୍ତିି। ଇଶଫାକ୍‌ ପୂର୍ବରେ ପୋଲିସ ବାହିନୀରେ କାର୍ଯ୍ୟ କରୁଥିଲେ। ସେ ୨୦୧୦ରେ ପୋଲିସ ବାହିନୀରେ ଯୋଗ ଦେଇଥିଲେ। ତେବେ ୨୦୧୭ରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାରେ ସାମିଲ୍‌ ହୋଇଥିଲେ। ଅନ୍ୟ ଜଣେ ମୃତ ଆତଙ୍କବାଦୀଙ୍କୁ ମାଜିଦ୍‌ ଇକବାଲ ଭାବେ ଚିହ୍ନଟ କରାଯାଇଛି। ଚେକ୍‌ ସାଦିକ୍‌ ଖାଁ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ପୋଲିସ, ସିଆର୍‌ପିଏଫ୍‌ ଏବଂ ସେନାବାହିନୀ ଯବାନଙ୍କ ପକ୍ଷରୁ ଏହି ଅଞ୍ଚଳରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri