Posted inଜାତୀୟ

ଲଶ୍କର-ଏ-ତୋଏବାର ୨ଆତଙ୍କବାଦୀ ଗିରଫ: ଗୋଳାବାରୁଦ, ଅସ୍ତ୍ରଶସ୍ତ୍ର ଜବତ

ବଡ଼ଗାମ,୨୩।୮: ଜମ୍ମୁ-କଶ୍ମୀରର ବଡ଼ଗାମ ଜିଲାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋମବାର ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଏବାର ୨ଆତଙ୍କବାଦୀ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ଏଥିସହ ବିପୁଳ ପରିମାଣର ଗୋଳାବାରୁଦ ମଧ୍ୟ ଜବତ କରାଯାଇଛି। ସୂଚନାଯୋଗ୍ୟ, ସେନା ଓ ପୋଲିସର ମିଳିତ ଉଦ୍ୟମରେ ବଡ଼ଗାମ ଜିଲାରେ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ଏହି ସମୟରେ ସୁରକ୍ଷାକର୍ମୀ ୨ଆତଙ୍କବାଦୀ ସହଯୋଗୀଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ। ଗିରଫ ହୋଇଥିବା ଲଶ୍କର-ଏ-ତୋଏବାର ଆତଙ୍କବାଦୀ ହେଉଛନ୍ତି କନିପୋରାର ଗୁଣ୍ଡ ଚୋକପୋରାର ସମୀର ଅହମ୍ମଦ ନଜର ଏବଂ କରଲପୋରାର ଶାହନୱାଜ ଅହମ୍ମଦ ଭଟ ବୋଲି ଜଣାପଡ଼ିଛି। ଜମ୍ମୁ-କଶ୍ମୀରରେ ପ୍ରତିଦିନ ଏକ ନୂଆ ପ୍ରକାରର ଆତଙ୍କବାଦୀ ଘଟଣା ଦେଖିବାକୁ ମିଳୁଥିବା ବେଳେ ସୁରକ୍ଷାକର୍ମୀ ମଧ୍ୟ ଏହାର କଡ଼ା ଜବାବ ଦେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଦିନରେ ସ୍ବପ୍ନ ଦେଖିବା ଠିକ୍‌ ନୁହେଁ କହିଲେ ପ୍ରକାଶ ରାଜ

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ସରିଥିବା ବେଳେ ଏବେ ଅପେକ୍ଷା ଫଳାଫଳକୁ । ରବିବାର ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଏବେ ପ୍ରାୟ ସବୁ...

୧୯ ବର୍ଷରେ ମଲେଣି ୨ ହଜାର ବାଘ

ନାଗପୁର, ୨୩ା୮(ପି.ଟି.):ଭାରତରେ ସର୍ବାଧିକ ବାଘ ୨୨୨୬ ରହିଛନ୍ତି, ଯାହାକି ବିଶ୍ୱର ୫୬ ଭାଗରୁ ଅଧିକ। ବିଗତ ୧୯ ବର୍ଷ ମଧ୍ୟରେ ପ୍ରାୟ ୨ ହଜାର ବାଘ...

ଅମରିନ୍ଦରଙ୍କ ଦଳକୁ ମିଳିଲା ହକି ଷ୍ଟିକ୍‌ ଓ ବଲ୍‌ ଚିହ୍ନ

ନୂଆଦିଲ୍ଲୀ,୧୦।୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ନୂଆ ଦଳ ପଞ୍ଜାବ ଲୋକ କଂଗ୍ରେସକୁ ହକି ଷ୍ଟିକ୍‌ ଓ ବଲ୍‌ ନିର୍ବାଚନୀ ଚିହ୍ନ ମିଳିଛି। ହକି...

୮୮ ମିନିଟର ଭାଷଣରେ ୨୯ ଥର କୃଷକ ଶବ୍ଦର ବ୍ୟବହାର କଲେ ମୋଦି

ନୂଆଦିଲ୍ଲୀ,୧୫ ।୮: ଦେଶର ୭୫ତମ ସ୍ୱାଧିନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଲାଲକିଲାରେ ଦେଶକୁ ସମ୍ବୋଧିତ କରିଛନ୍ତି । ଆଉ ଏକ ଲମ୍ବା...

ଭୂସ୍ଖଳନରୁ ଜମ୍ମୁ-ଶ୍ରୀନଗର ରାଜପଥ ବନ୍ଦ

ଜମ୍ମୁ,୨୬ା୫(ପି.ଟି.): ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଭୂସ୍ଖଳନ ଯୋଗୁ ରମ୍ବାନା ଜିଲା ଅନ୍ତର୍ଗତ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥ ଅବରୋଧ ହୋଇଛି। କଶ୍ମୀର ସହ ଦେଶର ଅନ୍ୟାନ୍ୟ ଭାଗକୁ...

୪.୩୫% ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତ

ନୂଆଦିଲ୍ଲୀ,୧୩।୧୦: ସେପ୍ଟେମ୍ବରରେ ଖାଉଟି ମୂଲ୍ୟ ସୂଚୀ ଭିତ୍ତିକ ମୁଦ୍ରାସ୍ଫୀତି (ସିପିଆଇ) ୫ ମାସର ସର୍ବନିମ୍ନ ସ୍ତର ୪.୩୫% ସ୍ତରକୁ ଖସିଛି। ଏହା ଅଗଷ୍ଟରେ ୫.୫୯% ସ୍ତରରେ...

ଲକ୍‌ଡାଉନ ପରେ ଅନିଶ୍ଚିତତା

ନୂଆଦିଲ୍ଲୀ,୧୯।୪: କରୋନା ମହାମାରୀ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପିବା ପରେ ଏହାର ସଂକ୍ରମଣ ରୋକିବା ପାଇଁ ଗୋଟିଏ ପରେ ଗୋଟିଏ ଦେଶ କଠୋର ପଦକ୍ଷେପମାନ ଗ୍ରହଣ...

ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା

ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ...

Advertisement
Archives

Model This Week