Posted inଜାତୀୟ

ଶ୍ରୀନଗରରେ ଲୁଚିଥିଲେ ମୋଷ୍ଟ ଓ୍ବାଣ୍ଟେଡ୍‌ ଲସ୍କର ଆତଙ୍କବାଦୀ

ଶ୍ରୀନଗର,୩।୧: ଲସ୍କର-ଇ-ତୋଇବା (ଏଲ୍‌ଇଟି)ର ମୋଷ୍ଟ ଓ୍ବାଣ୍ଟେଡ୍‌ ସଲିମ ପାରେଙ୍କ ସମେତ ଦୁଇ ଆତଙ୍କବାଦୀ ସୁରକ୍ଷା ବଳର ଗୁଳିରେ ନିହତ ହୋଇଛନ୍ତି। ଶ୍ରୀନଗରର ଉପକଣ୍ଠ ହାରଓ୍ବାନ ଅଞ୍ଚଳରେ ସୋମବାର ଏହି ଏନକାଉଣ୍ଟର ହୋଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

“ଶ୍ରୀନଗର ପୋଲିସ ଦ୍ୱାରା ଆତଙ୍କବାଦୀ ସଂଗଠନ ଏଲ୍‌ଇଟି ସଦସ୍ୟ ସଲିମ ପାରେ ନିହତ ହୋଇଛନ୍ତ” ବୋଲି କଶ୍ମୀର ଜୋନ ଆଇଜିପି ବିଜୟ କୁମାର କହିଛନ୍ତି। ଏନକାଉଣ୍ଟର ସମ୍ପର୍କିତ ଅଧିକ ତଥ୍ୟ ପରବର୍ତ୍ତୀ ସମୟରେ ଦିଆଯିବ। ପାଖ ଗାସୁ ଗ୍ରାମରେ ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ମାତ୍ର ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳି ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

‘ଜେଣ୍ଟଲ ମ୍ୟାନ’ ଲୁକରେ ବୈଭବ ସୂର୍ଯ୍ୟବଂଶୀ, ଯୁବରାଜ ସିଂହଙ୍କୁ ଭେଟିବା ସହ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୧୩।୭: ୧୫ ବର୍ଷୀୟ ଭାରତୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ରବିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜ ଶେଷ ହେବା ପରେ,…

ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ…

ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ…

FIFA World Cup 2026ରେ ନୂଆ ବିବାଦ, ଟ୍ରମ୍ପଙ୍କ ଫୋନ ପରେ ଅଧ୍ୟକ୍ଷ ଜଣେ ଆମେରିକୀୟ ଖେଳାଳିଙ୍କ ଦଣ୍ଡକୁ ‘ଚୁପଚାପ’ ପରିବର୍ତ୍ତନ କଲେ!

ଓ୍ବାଶିଂଟନ,୧୩।୭: ଫିଫା ବିଶ୍ୱକପ 2026 କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ଲାଲ କାର୍ଡ ପାଇବା ପରେ ଆମେରିକୀୟ ଷ୍ଟ୍ରାଇକର ଫୋଲାରିନ ବାଲୋଗୁନଙ୍କୁ ଗୋଟିଏ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri