Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ କୋଚ୍‌ ହେଲେ ଶ୍ରୀଲଙ୍କାର ଷ୍ଟାର ପେସ୍‌ ବୋଲର ମାଲିଙ୍ଗା

ମୁମ୍ବାଇ,୨୦ା୧୦: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ମୁମ୍ବାଇ ଇଣ୍ଡିଆନ୍ସ ଶୁକ୍ରବାର ବିଧିବଦ୍ଧ ଭାବେ ଶ୍ରୀଲଙ୍କାର ପୂର୍ବତନ ପେସ୍‌ ବୋଲର ଲସିଥ ମାଲିଙ୍ଗାଙ୍କୁ ବୋଲିଂ କୋଚ୍‌ ଭାବେ ନିଯୁକ୍ତି ଦେଇଛି। ଶେନ ବଣ୍ଡ୍‌ଙ୍କ ପରେ ଏହି ସ୍ଥାନ ଖାଲିପଡ଼ିଥିଲା। ୪୦ ବର୍ଷୀୟ ମାଲିଙ୍ଗା ପୂର୍ବରୁ ୫ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ତରଫରୁ ଖେଳିଛନ୍ତି। ଆଗାମୀ ସିଜନ ପାଇଁ ସେ ମାର୍କ ବାଉଚର ଏବଂ ତାଙ୍କ ପୂର୍ବତନ ଟିମ୍‌ମେଟ୍‌ କିରନ୍‌ ପୋଲାର୍ଡଙ୍କ ନେତୃତ୍ୱାଧୀନ ଟିମ୍‌ରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି।

ମାଲିଙ୍ଗାଙ୍କ ଚମତ୍କାର ବୋଲିଂ ଯୋଗୁ ଶ୍ରୀଲଙ୍କା ଏବଂ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ବିଜୟୀ ହୋଇପାରିଛି। ଏହି ପୂର୍ବତନ ଷ୍ଟାର ପେସ୍‌ ବୋଲର ୧୩ ବର୍ଷ ଧରି ମୁମ୍ବାଇ ଇଣ୍ଡିଆନ ସହିତ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri