ଶେଷ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ୩ ଦଳ

କେସିଙ୍ଗା,୭।୩: ସୋମବାର ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନରେ କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ପଦ ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ବିଜେଡିରୁ ନୃପରାଜ ଯାଦବ ନାମାଙ୍କନପତ୍ର ଦାଖଳ କରିଥିବା ବେଳେ କଂଗ୍ରେସର ରାମ କୁମାର ଜୈନ, ଭାଜପାର ସଚିନ ଜୈନ, ଆମ ଆଦମୀ ପାର୍ଟିର ରାଧେଶ୍ୟାମ ଅଗ୍ରୱାଲ ପ୍ରମୁଖ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏପରିକି ପ୍ରତ୍ୟେକ ୱାର୍ଡ଼ରୁ କାଉନସିଲର ପ୍ରାର୍ଥୀ ମଧ୍ୟ ନିଜ ନାମାଙ୍କନ ଦାଖଲ କରିଛନ୍ତି। ବିଜେଡିର ପ୍ରାର୍ଥୀ ପତ୍ର ଦାଖଲ ସମୟରେ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ବଦଳାଇ ଦେଲା ବେଉସା : ଜଳଖିଆ ଦୋକାନୀ ବିକୁଛନ୍ତି ଫଳ

କେନ୍ଦୁଝର, ୨୯ା୬ (ସ୍ବ.ପ୍ର.): କରୋନା ମହାମାରୀ ବହୁ ଲୋକଙ୍କ ବେଉସା ବଦଳାଇ ଦେଇଛି। ଏଭଳି ଜଣେ ଜଳଖିଆ ବିକି ପେଟ ପୋଷୁଥିବା ଗାନ୍ଧୀ ଛକ ନିକଟରେ...

କରୋନା ବଢ଼ାଇଛି ଚିନ୍ତା: ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୩ଟି କରୋନା ପଜିଟିଭ୍‌ ମାମଲା ଆସିଛି। ଏହାକୁ ଦୃଷ୍ଟିରେ ରଖି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଓ ଆର୍‌ଏମ୍‌ଆର୍‌ସି ବୈଜ୍ଞାନିକଙ୍କୁ ନେଇ...

ନଦୀ କୂଳରେ ନାବାଳିକାଙ୍କୁ ବଳାତ୍କାର

ଫୁଲବାଣୀ ଅଫିସ, ୧୨ା୯: କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ...

ଭିସୁଟ୍‌ର ୭୦ ଜଣଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ଗଲା

ସମ୍ବଲପୁର,୨।୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ର ଜଣେ ଅଧ୍ୟାପିକା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିବା ପରେ ମଙ୍ଗଳବାର ତାଙ୍କୁ ତାଳଚେର...

ବାଲିଆପାଳରେ ବୃଦ୍ଧି ପାଉଛି ଡେଙ୍ଗୁ ଜ୍ୱର: ୨୮ଜଣଙ୍କ ରକ୍ତ ନମୁନା ସଂଗ୍ରହ

ବାଲିଆପାଳ,୧୯।୯(ଡି.ଏନ.ଏ.)-ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ଏବେ ଡେଙ୍ଗୁ ଜ୍ୱର ବୃଦ୍ଧି ପାଉଛି ା ଏ ନେଇ ସାଧାରଣ ଲୋକଙ୍କ ଭିତରେ ନାନା ଆଶଙ୍କା ପ୍ରକାଶ ପାଇଛି।...

ଅପହୃତା ଓଡ଼ିଆ ଯୁବକ ପଶ୍ଚିମବଙ୍ଗରୁ ଉଦ୍ଧାର: ୮ଲକ୍ଷ ଟଙ୍କା ଦାବି କରିଥିଲେ ଅପହରଣକାରୀ

ସୋର, ୩ା୩: ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସାଜନପୁର ଅଞ୍ଚଳର ଜଣେ ଯୁବକଙ୍କୁ କେହି ଦୁର୍ବୃତ୍ତ ବନ୍ଧୁକ ମୂନରେ ପଣବନ୍ଦୀ କରି ୮ ଲକ୍ଷ...

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା...

ସରକାରୀ ନିର୍ଦ୍ଦେଶ ପାଳନ ନେଇ ଆଶଙ୍କା

ରାଉରକେଲା ଅଫିସ,୧୫ା୪: ଛାତ୍ରୀଛାତ୍ରୀଙ୍କ ଘରେ ବହି ପହଞ୍ଚାଇବାକୁ ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏ ନେଇ ଗତ ୧୪ରେ ସୁନ୍ଦରଗଡ ଜିଲା...

Advertisement
Archives

Model This Week