ଉପନିର୍ବାଚନ ପ୍ରଚାରର ଶେଷଦିନ: ୪ଟାରୁ ନୂଆପଡ଼ା ଛାଡ଼

ନୂଆପଡ଼ା,୯।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ। ରବିବାର ଅପରାହ୍ନ ୪ଟାରୁ ସାଇଲେନ୍ସ ପିରିୟଡ ଲାଗୁ ହେବ। ସାଇଲେନ୍ସ ପିରିୟଡ ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର। ବାହାର ଲୋକଙ୍କୁ ନୂଆପଡ଼ା ଛାଡ଼ିବାକୁ କଡ଼ା ନିର୍ଦ୍ଦେଶାନାମା ଜାରି ହୋଇଛି। ଭୋଟିଂର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ ମଧ୍ୟ କରାଯାଇଛି। ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶରେ ମତଦାନ କରିବାକୁ ନିର୍ଦ୍ଦେଶାବଳୀ ଜାରି ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri