କାର୍ତ୍ତିକ ଶେଷ ସୋମବାର, ବିଶ୍ୱନାଥ ଶୈବପୀଠରେ ଲୋକାରଣ୍ୟ

ଦିଗପହଣ୍ଡି୩।୧୧,(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅଞ୍ଚଳର ପ୍ରମୁଖ ଶୈବପୀଠ ମାନଙ୍କରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଖମ୍ବାରୀ ଗାଁ ସ୍ଥିତ ଶ୍ରୀ ଉଜ୍ଜଳେଶ୍ୱର ଏବଂ କମଳାପୁର ଗ୍ରାମର ଶ୍ରୀ କାଶୀ ବିଶ୍ୱନାଥ ଶୈବପୀଠରେ ଲୋକାରଣ୍ୟ ହୋଇଯାଇଥିଲା। ଶ୍ରଦ୍ଧାଳୁ ମାନେ ଧାଡ଼ି ବାନ୍ଧି ଦୀର୍ଘ ସମୟ ଧରି ଠିଆ ହୋଇଥିଲେ। ଶ୍ରଦ୍ଧାଳୁଙ୍କ ଭିଡ଼ ନିୟନ୍ତ୍ରଣ ଓ ଶାନ୍ତି ଶୃଙ୍ଖଳା ନିମନ୍ତେ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ପରିଚାଳନା କମିଟି ପକ୍ଷରୁ ଅନୁରୋଧ କ୍ରମେ କେ.ନୂଆଗାଁ ଥାନା ପକ୍ଷରୁ ନୂଆପଡ଼ା ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲାଙ୍କ ନେତୃତ୍ୱରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ସେହିପରି ଦିଗପହଣ୍ଡି ସହରର ଶ୍ରୀ ଗୁପ୍ତେଶ୍ୱର, ଶ୍ରୀ ମୁକ୍ତେଶ୍ୱର, ଶ୍ରୀ ଭାବକୁଣ୍ଡେଳେଶ୍ୱର, ଶ୍ରୀ ଚନ୍ଦ୍ରଚୁଡେଶ୍ୱର, ଶ୍ରୀ ପାତାଳେଶ୍ୱର, ବଡପଦା ସ୍ଥିତ ଶ୍ରୀ ଉଦୟନାଥେଶ୍ୱର, ଆଙ୍କୋରଡା ଗ୍ରାମର ଶ୍ରୀ ସ୍ବପ୍ନେଶ୍ୱର, କୁଶପଡା ଗ୍ରାମର ଶ୍ରୀ ନୀଳକଣ୍ଠେଶ୍ୱର ପ୍ରଭୃତି ପ୍ରମୁଖ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟରେ ଯୁଦ୍ଧ: ପାକିସ୍ତାନରେ ଦୁଇ ସପ୍ତାହ ସ୍କୁଲ ବନ୍ଦ, ୨୫% କଟିବ ଦରମା

ନୂଆଦିଲ୍ଲୀ,୧୦ା୩: ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲର ଯୁଦ୍ଧ ପାକିସ୍ତାନ ପାଇଁ ଏକ ବିପର୍ଯ୍ୟୟ ପାଲଟିଛି । ପରିସ୍ଥିତି ଏପରି ହୋଇଛି ଯେ ସୋମବାର ପାକିସ୍ତାନର ପ୍ରଧାନମନ୍ତ୍ରୀ…

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୦।୩: ICC ୨୦୨୬ ଟି-୨୦ ବିଶ୍ୱକପ ପାଇଁ ‘ଟିମ ଅଫ ଦି ଟୁର୍ଣ୍ଣାମେଣ୍ଟ’ ଘୋଷଣା କରିଛି। ବିଶ୍ୱ ଚାମ୍ପିଅନ ଭାରତୀୟ ଦଳର ଚାରି ଜଣ ଖେଳାଳିଙ୍କୁ ଏହି…

ପଞ୍ଚାୟତ କାର୍ଯ୍ୟାଳୟ ପାଲଟିଛି ଆବର୍ଜନା ସ୍ଥଳ

ନୂଆପଡ଼ା,୧୦ା୩ (ମକାରୁ ବେମାଲ):ନୂଆପଡ଼ା ଜିଲାର ପଞ୍ଚାୟତ କାର୍ଯ୍ୟାଳୟ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଦୀର୍ଘଦିନ ଧରି ଆବର୍ଜନା ପଡିରହୁଥିବାରୁ କାର୍ଯ୍ୟାଳୟ ପରିସର ପ୍ରଦୂଷିତ ହେବାରେ ଲାଗିଛି। ଜିଲା…

‘ଟିକେ ଲଜ୍ଜା କର ଟିମ ଇଣ୍ଡିଆ…’ ଜୟ ଶାହା, ସୂର୍ଯ୍ୟକୁମାର ଯାଦବଙ୍କ ଉପରେ କିଏ ଆଉ କାହିଁକି କହିଲେ ଏମିତି? ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ନୂଆଦିଲ୍ଲୀ,୧୦।୩: ଟିମ ଇଣ୍ଡିଆ ୨୦୨୬ ର ICC T20 ବିଶ୍ୱକପ ଜିତିଛି। ଏହି ବିଜୟ ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି। ଭାରତୀୟ ଦଳ ରେକର୍ଡ…

ଧାନ ଗଦାକଲେ, ପଖାଳ ଖାଇଲେ: ଚାଷୀଙ୍କ ଅଭିନବ ପ୍ରତିବାଦ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ):ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ବିଭାଗୀୟ ଅଧିକାରୀଙ୍କଠାରେ ଆବଶ୍ୟକ କାଗଜାତ ଦାଖଲ ସତ୍ତ୍ୱେ ଏପର୍ଯ୍ୟନ୍ତ…

ଅନ୍ଧବିଶ୍ୱାସ ରାସ୍ତାରେ ଏଆଇର ସ୍ବପ୍ନ

ଗାଲଗୋଟିଆ ବିଶ୍ବବିଦ୍ୟାଳୟର ଚାଇନା ରୋବୋ କୁକୁରକୁ ନେଇ ଧୂର୍ତ୍ତାମି ଓ ସମ୍ମିଳନୀ ଅବସରରେ ଯୁବ କଂଗ୍ରେସ କର୍ମୀଙ୍କର ଅର୍ଦ୍ଧନଗ୍ନ ପ୍ରତିବାଦକୁ ନେଇ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬’ର…

ତେହରାନ୍‌ର ପାନୀୟଜଳ, ସ୍ବେରେଜ୍‌ରେ ମିଶିଲା ତେଲ

ତେହରାନ୍‌ ,୧୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ପ୍ରମୁଖ ପେଟ୍ରୋଲିୟମ ଡିପୋ ଉପରେ ରବିବାର ହୋଇଥିବା ଆକ୍ରମଣ ଯୋଗୁ ଭୟଙ୍କର ପରିସ୍ଥିତି ଉପୁଜିଛି। ଗୋଟିଏ ପଟେ ନିଆଁ…

ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି

ସ୍ବାଧୀନତାର ଦୀର୍ଘ ଦଶନ୍ଧି ପରେ ଭାରତ ତଥା ବିଶ୍ୱରେ ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି ନାହିଁ ତାହାର ସମୀକ୍ଷା ଆବଶ୍ୟକ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri