ଆଜି ଅନ୍ତିମ ପର୍ଯ୍ୟାୟ: ୭ଟାରୁ ଆରମ୍ଭ ହେଲା ମତଦାନ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗୁରୁବାର ସକାଳ ୭ଟାରୁ ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଲାଗି ମତଦାନ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ ସକାଳୁ ସକାଳୁ ବିଭିନ୍ନ ବୁଥ୍‌ରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଅପରାହ୍ନ ୧ଟା ଯାଏ ଚାଲିବ ମତଦାନ । ଏହାପରେ ଭୋଟବାକ୍ସକୁ କଡା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମକୁ ନିଆଯିବ ।

ତେବେ ଶେଷ ପର୍ଯ୍ୟାୟରେ ୧୩୧ଟି ଜିଲା ପରିଷଦ ଜୋନ ଏବଂ ଏହା ଅଧୀନରେ ଆସୁଥିବା ୯୭୫ ପଞ୍ଚାୟତରେ ମତଦାନ ହେଉଛି। ଏଥର ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର ଭୋଟ ଦେଉଛନ୍ତି । ଏଥିଲାଗି ୧୩ ହଜାର ୫୧୪ଟି ବୁଥ୍‌ ବ୍ୟବସ୍ଥା ହୋଇଛି । ପୂର୍ବ ୪ଟି ପର୍ଯ୍ୟାୟରେ ବହୁ ସ୍ଥାନରେ ହିଂସା, ଅନିୟମିତତାକୁ ଦୃଷ୍ଟିରେ ରଖି ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୋଲିସ ଓ ଜିଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…

ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri