ସ୍ବର୍ଗଦ୍ବାରରେ ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ,୯।୫: ବିଶିଷ୍ଠ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ସୋମବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପଦ୍ମଶ୍ରୀ ରଜତ କରଙ୍କ ଜ୍ୟେଷ୍ଠ ପୁତ୍ର ରଞ୍ଜିତ କର ମୁଖାଗ୍ନି ଦେଇଥିଲେ। ଭୁବନେଶ୍ବରସ୍ଥିତ ବାସଭବନରେ ବହୁ ବିଶିଷ୍ଟ ବ୍ୟକ୍ତି ପହଞ୍ଚି ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ରବିବାର ୮୮ ବର୍ଷ ବୟସରେ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ ଘଟିଥିଲା। ୧୯୩୪ ଅକ୍ଟୋବର ୨ରେ କଟକ ଜିଲାରେ ସେ ଜନ୍ମଗ୍ରହଣ କରିଥିଲେ। ୨୦୨୧ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ପୋଲିସ ବିଟ୍‌ ହାଉସ୍‌ରେ ତାଲା

ବାଲେଶ୍ୱର ଅଫିସ, ୯ା୬: ବାଲେଶ୍ୱର ସହରରେ ଅପରାଧକୁ ରୋକିବା ପାଇଁ ଆବଶ୍ୟକ ସ୍ଥାନରେ ପୋଲିସ ବିଟ୍‌ ହାଉସ ଖୋଲାଯାଇଥିଲା। ସେଥିମଧ୍ୟରୁ ସୁନହଟ, ଦାମୋଦରପୁର, ଫକୀରମୋହନ ମହାବିଦ୍ୟାଳୟ, ପରମିଟ୍‌...

ପ୍ରସ୍ତାବରେ ଅଟକିଛି ରୋବୋଟିକ ସର୍ଜରୀ

କଟକ ଅଫିସ,୨୨ା୭: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ରୋବୋଟିକ ସର୍ଜରୀ ଦ୍ୱାରା ଅସ୍ତ୍ରୋପଚାର ପାଇଁ ୨୦୧୭ରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତାବ ରଖିଥିଲା। ୨୦୧୭...

ଜୁନ୍‌ ୧୭ରୁ ରାଜ୍ୟରେ ଖୋଲିବ ନାହିଁ ସ୍କୁଲ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ଜୁନ୍‌ ୧୭ ତାରିଖରୁ ସ୍କୁଲ ଖୋଲିବ ନାହିଁ। ଏନେଇ ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।...

୨ଲକ୍ଷ ରାପିଡ୍‌ ଟେଷ୍ଟିଂ ପାଇଁ ଚାଲିଛି କିଟ୍‌ ସଂଗ୍ରହ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଟି ପ୍ରମୁଖ ଅସ୍ତ୍ର ରହିଛି। ଗୋଟିଏ ହେଉଛି ସତର୍କତା ଏବଂ ଅନ୍ୟଟି ହେଉଛି ନମୁନା ପରୀକ୍ଷା କରି ଆକ୍ରାନ୍ତଙ୍କୁ...

ଖୁବ୍‌ଶୀଘ୍ର ସପ୍ତଶଯ୍ୟାର ନବକଳେବର

ଢେଙ୍କାନାଳ ଅଫିସ, ୧୮।୩:  ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ପ୍ରମୁଖ ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଖୁବ୍‌ଶୀଘ୍ର ନବକେଳବର ହେବ। ସବୁଜ ବନାନୀରେ...

ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ପାଣି,ଅର୍ଦ୍ଧାଧିକ ବୁଡିଲା ବିଗ୍ରହ

ଆରଡି, ୧୩।୯, (ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ସୋମବାର ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ପ୍ରାୟ ୧ ଫୁଟ ଉଚ୍ଚତାରେ ପାଣି ଥିବାରୁ ମଣିବାବାଙ୍କ...

ଦଶାହ କାର୍ଯ୍ୟକୁ ଆସି ଭାସିଗଲେ ନଦୀରେ

ଚିତ୍ରକୋଣ୍ଡା,୬ା୩: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ସିଲେରୁ ନଦୀରେ ଭାସିଯାଇ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଶୈଳ ଠାକୁର। ଶୁକ୍ରବାର କଳାହାଣ୍ଡି...

ମୋଡ଼ ବଦଳାଇଲେ ରୋଷେୟାଙ୍କ ବାପା

ଝାରସୁଗୁଡ଼ା ଅଫିସ,୨୨ା୪:ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁକୁ ନେଇ ଏବେ ସବୁଠି ଚର୍ଚ୍ଚା। ତାଙ୍କୁ ହତ୍ୟା କରାଯାଇଥିବା ଭାଜପା ଅଭିଯୋଗ...

Advertisement
Archives

Model This Week