ଓମିକ୍ରନ ସଂକ୍ରମିତ ଦେଶରୁ ୨ ଦିନରେ ଓଡ଼ିଶା ଆସିଛନ୍ତି ୩୮୦

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ବିଶ୍ୱକୁ ଏବେ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଭୟ ରହିଥିବା ବେଳେ ଓଡ଼ିଶାକୁ ମଧ୍ୟ ଚିନ୍ତା ଘାରିଛି। ଓମିକ୍ରନ ସଂକ୍ରମଣ ଦେଶରୁ ଓଡ଼ିଶାକୁ ୩୮୦ ଜଣ ଫେରିଛନ୍ତି। ଗୁରୁବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ନଭେମ୍ବର ୨୮ ତାରିଖ ସୁଦ୍ଧା ଓମିକ୍ରନ୍‌ ରିସ୍କ ଦେଶରୁ ଓଡ଼ିଶାକୁ ୨୨୪ ଜଣ ଆସିଥିବା ବେଳେ ୨୯ରେ ୧୫୬ ଜଣ ପ୍ରବେଶ କରିଛନ୍ତି। ଏହି ଦୁଇ ଦିନର ଡାଟା ସରକାରଙ୍କ ପାଖରେ ପହଞ୍ଚତ୍ଛି। ଯେଉଁମାନେ ଏବେ ବିଦେଶରୁ ଫେରୁଛନ୍ତି ସମସ୍ତଙ୍କ ତାଲିକା ଜିଲା ପ୍ରଶାସନକୁ ଦିଆଯାଇଛି ବୋଲି ଡା. ମିଶ୍ର ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଓମିକ୍ରନ୍‌କୁ ଚେକ୍‌ ଦେବାକୁ ଆରମ୍ଭରୁ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ବିଦେଶରୁ ଆସୁଥିବା ବ୍ୟକ୍ତି ସାଙ୍ଗରେ ନେଗେଟିଭ୍‌ ସାର୍ଟିଫିକେଟ୍‌ ଆଣିବା ବାଧ୍ୟତାମୂଳକ କରାଯାଇଛି। ଏୟାରପୋର୍ଟରେ ପହଞ୍ଚତ୍ବା ପରେ ବି ପୁଣି ଆର୍‌ଟିପିସିଆର୍‌ ଟେଷ୍ଟ କରାଯିବ। ରିପୋର୍ଟ ନେଗେଟିଭ୍‌ ଥିଲେ ରାଜ୍ୟରେ ପ୍ରବେଶ ଅନୁମତି ମିଳିବ। ସେମାନେ ୭ ଦିନ ହୋମ୍‌ କ୍ୱାରେଣ୍ଟାଇନରେ ରହିବେ। ୭ ଦିନ କ୍ୱାରେଣ୍ଟାଇନରେ ରହିବା ପରେ ଅଷ୍ଟମ ଦିନ ପୁଣି ଟେଷ୍ଟ କରାଯିବ। ଯେଦି ଅଷ୍ଟମ ଦିନରେ ପିଜିଟିଭ ଆସିଲା ସେ ଆଇସୋଲେସନକୁ ଯିବେ, ନଚେତ ଆଉ ୭ ଦିନ ତାଙ୍କୁ ସେଲ୍ଫ ଅଜରଭେସନରେ ରଖାଯିବ। ମୋଟ ୧୪ ଦିନ ତାଙ୍କୁ ସଙ୍ଗରୋଧରେ ରହିବାକୁ ହେବ। ତେବେ ରିପୋର୍ଟ ପଜିଟିଭି ଥିଲେ ସେମାନଙ୍କୁ ତତ୍‌କ୍ଷଣାତ କ୍ୱାରେଣ୍ଟାଇନ୍‌ରେ ରଖାଯିବ। ସେମାନଙ୍କର ନମୂନା ଜିନୋମ ସିକ୍ୱେନ୍ସିଂ ପାଇଁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri