Posted inଖେଳ

ଗୋଟିଏ ଦିନ, ଏକା ସମୟରେ ଖେଳାଯିବ ଶେଷ ଦୁଇ ମ୍ୟାଚ୍‌

ନୂଆଦିଲ୍ଲୀ,୨୮।୯: ସମାନ ତାରିଖ ଓ ସମାନ ସମୟ। ଚଳିତ ଆଇପିଏଲ୍‌ ସିଜନର ଅନ୍ତିମ ଦୁଇ ଲିଗ୍‌ ମ୍ୟାଚ୍‌ ଏକାସାଙ୍ଗରେ ଖେଳାଯିବ। ଏ ନେଇ ମଙ୍ଗଳବାର ଆଇପିଏଲ୍‌ ଗଭର୍ନିଂ କାଉନ୍ସିଲରେ ନିଷ୍ପତ୍ତି ହୋଇଛି।

ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ, ଅକ୍ଟୋବର ୮ ତାରିଖ ଅପରାହ୍ନ ୩ଟା ୩୦ରେ ଆବୁଧାବିଠାରେ ସନରାଇଜର୍ସ ହାଇଦ୍ରାବାଦ୍‌ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମ୍ୟାଚ୍‌ ଖେଳାଯିବାର ଥିଲା। ସନ୍ଧ୍ୟା ୭ଟା ୩୦ରେ ଦୁବାଇରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଥାନ୍ତେ। ଏବେ ପରିବର୍ତ୍ତନ ଯୋଗୁ ଉଭୟ ମ୍ୟାଚ୍‌ ସନ୍ଧ୍ୟା ୭ଟା ୩୦ରେ ଖେଳାଯିବ। ପ୍ରଥମ ଥର ପାଇଁ ଆଇପିଏଲରେ ପ୍ଲେ-ଅପ୍‌ ପୂର୍ବରୁ ଅନ୍ତିମ ଦୁଇ ଲିଗ୍‌ ମ୍ୟାଚ୍‌ ଏକାସାଙ୍ଗରେ ଖେଳାଯିବ ବୋଲି ବିସିସିଆଇ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି…

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri