Posted inଜାତୀୟ

ଶିବାଜୀ ପାର୍କରେ ହେବ କୋକିଳକଣ୍ଠୀଙ୍କ ଅନ୍ତିମ ସତ୍କାର

ବମ୍ବେ,୬।୨: ମା’ ସରସ୍ବତୀଙ୍କ ବିସର୍ଜନରେ ବାହୁଡ଼ିଗଲେ ପ୍ରସିଦ୍ଧ ଗାୟିକା ଲତା ମଙ୍ଗେସକର। ଏହାପରେ ତାଙ୍କର ଶେଷକୃତ୍ୟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଲତାଙ୍କ ପାର୍ଥିବ ଶରୀର ପ୍ରାୟ ୧୨.୩୦ ସମୟରେ ତାଙ୍କ ବାସଭବନକୁ ଅଣାଯିବ। ସେଠାରୁ ଶିବାଜୀ ପାର୍କକୁ ନିଆଯାଇ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସନ୍ଧ୍ୟା ୬.୩୦ରେ ଅନ୍ତିମ ସତ୍କାର କରାଯିବ।

ପ୍ରକାଶ ଯେ, ଲତା କରୋନାରେ ସଂକ୍ରମିତ ହେବା ପରେ ବ୍ରିଚ୍‌କ୍ୟାଣ୍ଡି ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ପରେ ସେ ନିମୋନିଆରେ ଆକ୍ରାନ୍ତ ହୋଇଥିବା ଡାକ୍ତର ଜାଣିବାକୁ ପାଇଥିଲେ। ଶନିବାର ତାଙ୍କ ଅବସ୍ଥା ଗୁରୁତର ଥିଲା। ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। କୋକିଳକଣ୍ଠିଙ୍କ ପରଲୋକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ଏନେଇ ଜାତୀୟ ପତାକା ୨ ଦିନ ଲାଗି ଅର୍ଦ୍ଧନମିତ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ସକ୍ରିୟ ପିଲା ଚାଲାଣ ର଼୍ୟାକେଟ୍‌

ପାଟନା,୧୫।୬: ଦେଶରେ ଗୋଲାପୀ ସହର ଭାବେ ପରିଚିତ ଜୟପୁରରେ ଏକ ଅଭାବନୀୟ ଘଯଣା ଘଟିଛି। ବାହାର ରାଜ୍ୟରୁ ପିଲାଙ୍କୁ କିଣି ଜୟପୁରସ୍ଥିତ ଭଟ୍ଟା ବସ୍ତିରେ କାମ...

ନୁହ ହିଂସାରେ ୬ ଜଣଙ୍କ ମୃତ୍ୟୁ, ୧୧୬ ଗିରଫ: ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର

ହରିୟାଣାର ନୁହରେ ସାମ୍ପ୍ରଦାୟିକ ହିଂସା ବର୍ତ୍ତମାନ ପର୍ଯ୍ୟନ୍ତ ହିଂସାରେ ୬ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୧୬ ଜଣଙ୍କୁ ଗିରଫ କରାଯାଥିବା ବୁଧବାର ମୁଖ୍ୟମନ୍ତ୍ରୀ ମନୋହର...

ମଧ୍ୟପ୍ରଦେଶ ପରିସ୍ରା କାଣ୍ଡ: ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିବା ପାଇଁ ସରକାରଙ୍କୁ ଦାବି କଲେ ପୀଡିତ

ଭୋପାଳ,୮।୭: ମଧ୍ୟପ୍ରଦେଶର ପରିସ୍ରା କାଣ୍ଡ ଘଟଣାର ଅଭିଯୁକ୍ତ ପ୍ରବେଶ ଶୁକ୍ଲାଙ୍କୁ ମୁକ୍ତ କରିବାକୁ ଶିବରାଜ ସିଂ ଚୌହାନ ସରକାରଙ୍କୁ ଦାବି କରିଛନ୍ତି ପୀଡିତ। ପୀଡିତ ଆଦିବାସୀ...

କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ନୂଆଦିଲ୍ଲୀ,୨୭ା୧୧: ଆଗାମୀ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଭାଜପା ସକ୍ରିୟ ଭାବେ ପ୍ରଚାର କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୁଜୁରାଟର ଖେଡାଠାରେ ଏକ ନିର୍ବାଚନୀ...

୩୦ ଗୁଣ ବଢ଼ିପାରେ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୨୫।୫: ଜଳବାୟୁ ପରିବର୍ତ୍ତନ ଯୋଗୁ ତାତି ବଢ଼ୁଛି। ଚଳିତ ବର୍ଷ ମାର୍ଚ୍ଚ-ଏପ୍ରିଲରେ ଭାରତ ଓ ପାକିସ୍ତାନରେ ସର୍ବାଧିକ ଗ୍ରୀଷ୍ମ ଲହର ଅନୁଭୂତ ହୋଇଥିଲା। ମନୁଷ୍ୟକୃତ ଜଳବାୟୁ...

ମୋଦିଙ୍କୁ ଉତ୍ତର ଦେବାକୁ ପଡ଼ିବ

ନୂଆଦିଲ୍ଲୀ,୧୮ା୨: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ବ୍ୟବସାୟିକ ସାମ୍ରାଜ୍ୟକୁ ନେଇ ଚାଲିଥିବା କୋଳାହଳ ଭାରତ ସରକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦଖଲକୁ ଦୁର୍ବଳ କରିଦେବ ବୋଲି...

ଟିଏମ୍‌ସି ନେତାଙ୍କ ଘରେ ବିସ୍ଫୋରଣ: ୩ ମୃତ

କୋଲାକାତା,୩।୧୨: ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁରରେ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି।...

୧୦୦ କୋଟି ବଟି ଆଦାୟ ମାମଲାର ଯାଞ୍ଚ୍‌ କରିବ ସିବିଆଇ: ହାଇକୋର୍ଟ

ମୁମ୍ବାଇ,୫।୪: ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ଆବେଦନ ଉପରେ ବିଚାର କରି ହାଇକୋର୍ଟ ସୋମବାର ବଡ଼ ଫଇସଲା ଶୁଣାଇଛନ୍ତି। ୧୦୦କୋଟି ଟଙ୍କାର ବଟି ଆଦାୟ...

Advertisement
Archives

Model This Week