କେତେ ଟଙ୍କାର ସମ୍ପତି ଛାଡି ଯାଇଛନ୍ତି ଲତା..

ମୁମ୍ବାଇ: ମେଲୋଡି କୁଇନ୍ ତଥା ଭାରତ ରତ୍ନ ଲତା ମଙ୍ଗେସକରଙ୍କର ରବିବାର ୯୨ ବର୍ଷ ବୟସରେ ପରଲୋକ ହୋଇଛି । ଏବେ ସେ ରହିବେ ପ୍ରତିଟି ଭାରତୀୟର ସ୍ମୃତିରେ । ପିଲାଟି ଦିନରୁ ଅନେକ ସଂଘର୍ଷ ମଧ୍ୟ ଦେଇ ଗତି କରିଥିବା ଲତା କିନ୍ତୁ ଚଢିଥିଲେ ସଫଳତାର ଶୀର୍ଷ ପାହାଚ । କେବଳ ଦେଶ ନୁହେଁ ବିଦେଶରେ ବି ଲତାଙ୍କର ଥିଲା ଖୁବ୍ ନାଁ । ସାରା ଜୀବନ ଅବିବାହତ ଥିବା ଲତା ନିଜର ସୁମଧୁର ସ୍ୱରରେ ସମସ୍ତଙ୍କୁ ବାନ୍ଧି ରଖି ପାରୁଥିଲେ । ଲତାଙ୍କ ସମ୍ପତିର କଥା ଯଦି କୁହାଯାଏ ମୁମ୍ବାଇର ପରେଡ ରୋଡରେ ରହିଛି ତାଙ୍କର ଏକ ଆଲିସାନ ବଙ୍ଗଳା । ଯାହାର ମୂଲ୍ୟ କୋଟି କୋଟି ଟଙ୍କା । ଏହାର ନାଁ ରହିଛି ପ୍ରଭୁ କୁଞ୍ଜ ଭବନ । ନିଜର କୋକିଳ କଣ୍ଠରେ ସେ ସମସ୍ତଙ୍କୁ ମନୋରଞ୍ଜନ ଦେଉଥିବା ବେଳେ ଏଥିରୁ ସେ ରୋଜଗାର କରିଛନ୍ତି କୋଟି କୋଟି ଟଙ୍କା । ମିଳିଥିବା ସୂଚନା ଅନୁଯାୟୀ, ଲତାଙ୍କ ନେଟ ୱର୍ଥ ୫୦ ମିଲିୟନ ଡଲାର ବା ପାଖାପାଖି ୩୬୮ କୋଟି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri