ଦିନକୁ ପରେ ନିର୍ବାଚନ:ମତଦାନ କେନ୍ଦ୍ର ଅଭିମୁଖେ ପୋଲିଂ ଟିମ୍‌

କଟକ,୨୪।୫(କାର୍ତ୍ତିକ ସାହୁ):କଟକ ଜିଲାର ୬ଟି ନିର୍ବାଚନ ମଣ୍ଡଳୀରେ ୨୫ ତାରିଖରେ ମତଦାନ ହେବ। ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ହୋଇଥିବା ମତଦାନ କେନ୍ଦ୍ର ଅଭିମୁଖେ ପୋଲିଂ ଦଳଗୁଡିକ ଜିଲା ମୁଖ୍ୟାଳୟରୁ ଶୁକ୍ରବାର ଯାତ୍ରାରମ୍ଭ କରିଛନ୍ତି। ରେଭେନ୍ଶା ବିଶ୍ୱବିଦ୍ୟାଳୟର୍‌ ମହାନଦୀ କ୍ୟାମ୍ପସରେ ସକାଳୁ ଇଭିଏମ ଓ ଭିଭିପାର୍ଟ ମେଶିନ ପୋଲିଂ ଦଳ ଗୁଡିକ ଗ୍ରହଣ କରିଛନ୍ତି। ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ପୁରା କାର୍ଯ୍ୟକ୍ର୍ରମକୁ ତଦାରଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯେତେ ମୁଣ୍ଡ ଯାଉଛି ଯାଉ କମ୍ପାନୀ ହାତରେ କୁଟ୍ରୁ ମାଳି ଟେକି ଦେବୁ ନାହିଁ’

ଥୁଆମୂଳ ରାମପୁର,୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ କେରପାଇ ପଞ୍ଚାୟତ କୁଟ୍ରୁ ମାଳି ପାହାଡ଼ରେ ରବିବାର ଏକ ସଂଗ୍ରାମୀ ସଭା ଅନୁଷ୍ଠିତ...

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ...

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ଖଲ୍ଲିକୋଟ,୧୬।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ନିର୍ମଳଝରଠାରେ ଏକ କାର୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଆରୋହୀ ୨...

ମେଳାରେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ନରସିଂହ ବେହେରା ନାମକ ଜଣେ...

ରଜରେ ମିଳିଲାନି ଦରମା, କର୍ମଚାରୀ ଅସନ୍ତୋଷ

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକାରେ ବିଭିନ୍ନ ପାର୍କମାନଙ୍କରେ ନିଯୁକ୍ତି ପାଇଥିବା ସିକ୍ୟୁରିଟି ଗାର୍ଡ ଏବଂ ସୁଇପରମାନଙ୍କୁ ଗତମାସର ଦରମା ଅଦ୍ୟାବଧି ମିଳି ନାହିଁ ।ଫଳରେ...

ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି

କଣ୍ଟାବାଞ୍ଜି,୧୬ା୬: ପୁଣି ଥରେ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ତଦନ୍ତ ପାଇଁ ଦାବି ହୋଇଛି। ମମିତାଙ୍କ ପରିବାରକୁ ରବିବାର ଭେଟିଛନ୍ତି ନବ ନିର୍ବାଚିତ ବିଧାୟକ ଲକ୍ଷ୍ମଣ...

ଜଳିଗଲା ୪ବଖରା ଘର

କେନ୍ଦ୍ରାପଡ଼ା,୧୬।୬: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ବଡ଼ମାନୁପୁର ଗାଁରେ ରବିବାର କ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪ ବଖରା ଚାଳଛପର ଘର ପୋଡି ସମ୍ପୂର୍ଣ୍ଣ ନଷ୍ଟ...

ବାର୍‌ହା ଶିକାରୀ ଗିରଫ

ଭୁବନ,୧୬ା୬(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ରବିବାର ଚଢ଼ାଉ କରାଯାଇ ବାର୍‌ହା ମୃତଦେହ ଜବତ କରାଯିବା ସହିତ ଅଭିଯୁକ୍ତଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri