Posted inଖେଳ

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ ହାର୍ଦ୍ଦିକ ପାଣ୍ଡ୍ୟା ଅଲ୍‌ରାଉଣ୍ଡରଙ୍କ ତାଲିକାରେ ପୂର୍ବଭଳି ଶୀର୍ଷରେ ରହିଛନ୍ତି। ଏ ନେଇ ଆଇସିସିର ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ୍ସରେ ଦର୍ଶାଯାଇଛି।

ଚକ୍ରବର୍ତ୍ତୀ ୭୦୬ ପଏଣ୍ଟ ସହ ତୃତୀୟ ସ୍ଥାନରେ ଥିବାବେଳେ ନ୍ୟୁଜିଲାଣ୍ଡର ଜ୍ୟାକବ ଡଫି (୭୨୩ ପଏଣ୍ଟ) ଓ ଓ୍ବେଷ୍ଟଇଣ୍ଡିଜ୍‌ର ଆକିଲ ହୋସେନ(୭୦୭) ଯଥାକ୍ରମେ ପ୍ରଥମ ଦୁଇ ସ୍ଥାନରେ ରହିଛନ୍ତି। ଲେଗ୍‌ ସ୍ପିନର ରବି ବିଷ୍ଣୋଇ(୬୭୪) ଓ ବାମହାତୀ ପେସର ଅର୍ଶଦୀପ ସିଂ(୬୫୩) ଯଥାକ୍ରମେ ସପ୍ତମ ଓ ଦଶମ ସ୍ଥାନରେ ରହିଛନ୍ତି। ଅକ୍ଷର ପଟେଲ ୧୩ତମ ସ୍ଥାନ ଅଧିକାର କରିଛନ୍ତି। ଯୁବ ଭାରତୀୟ ବାମହାତୀ ଓପ୍‌ନର ଅଭିଷେକ ଶର୍ମାଙ୍କ ସମେତ ୩ ଭାରତୀୟ ବ୍ୟାଟର ବ୍ୟାଟିଂ ର଼୍ୟାଙ୍କିଙ୍ଗ୍ସର ଟପ୍‌-୫ରେ ରହିଛନ୍ତି। ଅଭିଷେକ ଦ୍ୱିତୀୟ ସ୍ଥାନରେ ଥିବାବେଳେ ତିଲକ ବର୍ମା ଓ ସୂର୍ଯ୍ୟକୁମାର ଯାଦବ ଯଥାକ୍ରମେ ଚତୁର୍ଥ ଓ ପଞ୍ଚମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?