ମାଳଦ୍ୱୀପରେ ପରିବାର ସହ ଛୁଟି କାଟୁଛନ୍ତି ବଲିଉଡର ଏହି ଚର୍ଚ୍ଚିତ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ରକୁଲ ପ୍ରୀତ ସିଂ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ବର୍ତ୍ତମାନ ରକୁଲ ନିଜର ଇନ୍‌ଷ୍ଟାଗ୍ରାମରେ କିଛି ଫଟୋ ଶେୟାର କରିଛନ୍ତି। ମାଳଦ୍ୱୀପରେ ପରିବାର ସହ ସେ ଛୁଟି କାଟୁଥିବା ଫଟୋରେ ଦେଖିବାକୁ ମିଳିଛି। ତାଙ୍କ ଭାଇ ମଧ୍ୟ ଏହି ଟ୍ରିପରେ ସାମିଲ ହୋଇଛନ୍ତି। ରକୁଲ କମଳା ରଙ୍ଗର ବିକିନି ପିନ୍ଧି ଏକ ଫଟୋ ନିଜ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।

ସେହିପରି ଅନ୍ୟ ଏକ ଫଟୋରେ ରକୁଲ ସମୁଦ୍ର କୂଳରେ ବ୍ୟାୟାମ କରୁଥିବା ଦେଖାଯାଇଛି। ସେ କ୍ୟାପସନରେ ଲେଖିଛନ୍ତି, ମୁଁ ସମୁଦ୍ରରୁ ମୋର ଭିଟାମିନ ଡି ଡୋଜ ନେଉଛି। ଏହି ଫଟୋକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନମତ ଦେଇଛନ୍ତି। ଏହି ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ଅପ୍‌ର ୩ ବର୍ଷ ପରେ ଏକାଠି ହେଲେ କ୍ୟାଟ୍ରିନା-ରଣବିର

ବଲିଉଡ୍‌ରେ ଏମିତି କିଛି ଯୋଡ଼ି ଅଛନ୍ତି ଯେ କି, ବ୍ରେକ୍‌ଅପ୍‌ ପରେ ପୁଣି ଏକାଠି ହୋଇଛନ୍ତି। ସେ ରିଲ୍‌ରେ ହେଉ କି ରିୟଲରେ। ଏହି ଯୋଡ଼ିଙ୍କ...

ଫିଲ୍ମରେ ଅଭିନୟ ପାଇଁ ନିଜ ଓଜନ କମାଇଥିଲେ ସୋନମ୍‌ କପୁର

ମୁମ୍ବାଇ,୯।୬: ବଲିଉଡ୍‌ ନାୟିକା ସୋନମ୍‌ କପୁର ରବିିବାର ୩୪ ବର୍ଷରେ ପାଦ ଥାପିଛନ୍ତି। ୧୯୮୫ ଜୁନ୍‌ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ।...

ମୋ ପୁଅକୁ ଆଉ କେବେ ଭେଟିବି ନାହିଁ, କାହିଁକି ଏମିତି କହିଲେ କୁମାର ସାନୁ

ବଲିଉଡ୍‌ର ପ୍ରସିଦ୍ଧ ଗାୟକ କୁମାର ସାନୁଙ୍କ ପୁଅ ଜାନ କୁମାର ସାନୁ ବିଗ ବସ ୧୪ରୁ ବିଦାୟ ନେଇଛନ୍ତି। ଘରୁ ବାହାରକୁ ଆସିବା ମାତ୍ରେ ନିଜ...

ପରଲୋକରେ ଏହି ଲୋକପ୍ରିୟ ଅଭିନେତ୍ରୀ

ବ୍ରିଟିସର ଲୋକପ୍ରିୟ ଅଭିନେତ୍ରୀ ଡାଏନା ରିଗଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ବର୍ଷ ହୋଇଥିଲା। କର୍କଟ ରୋଗରେ ପୀଡିତ ଯୋଗୁ ତାଙ୍କର ମୃତ୍ୟୁ...

ହିନ୍ଦି ମୁଭି ‘ଦିଲ୍‌’କୁ ପୁରିଲା ୩୦ ବର୍ଷ ଫଟୋ ଶେୟାର କଲେ ଧକ୍‌ଧକ୍‌ ଗର୍ଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ମାଧୁରୀ ଦିକ୍ଷିତଙ୍କର ରହିଛି ଏକ ଭିନ୍ନ ପରିଚୟ। ତାଙ୍କ ଅଭିନୟ, ନୃତ୍ୟ ସବୁକିଛି ଦର୍ଶକଙ୍କୁ ବାନ୍ଧି ରଖିବାରେ ସହାୟକ ହୋଇଥାଏ। ବଡ...

ଅକ୍ଷୟଙ୍କ ସହ ମନ୍ଦିରରେ ନିର୍ବନ୍ଧ, ଅଜୟ ଦେବଗନଙ୍କୁ ରକ୍ତରେ ଚିଠି ଲେଖିଥିଲେ ଏହି ଅଭିନେତ୍ରୀ; ହେଲେ…

ବମ୍ବେ: ୧୯୯୧ରେ ଫିଲ୍ମ ‘ପଥର କେ ଫୁଲ’ ରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ରବିନା ଟଣ୍ଡନ। ଫିଲ୍ମରେ ତାଙ୍କର ନାୟକ ସାଜିଥିଲେ ସଲମାନ୍‌ ଖାନ।...

ଇନଷ୍ଟାଗ୍ରାମ ଆକାଉଣ୍ଟ ଡିଲିଟ୍ କଲେ ପୁନମ!

ମୁମ୍ବାଇ: ବୋଲ୍ଡ ଆକ୍ଟ୍ରେସ୍ ପୁନମ ପାଣ୍ଡେ ତାଙ୍କ ପ୍ରଶଂକଙ୍କୁ ନିରାଶ କରିଛନ୍ତି । ସେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଡିଲିଟ କରି ଟୁଇଟରରେ ଖ୍ରୀଷ୍ଟମାସର ଶୁଭେଚ୍ଛା...

ଜୀବନରେ ଅନେକ ଦୁଃଖଦ ସମୟ ଦେଖିଛି, ସଲମାନ କେବେ ହାତ ଛାଡ଼ି ନାହାନ୍ତି: କଟ୍ରିନା

ମୁମ୍ବାଇ: ଏକଦା ବଲିଉଡ୍‌ର ଚର୍ଚ୍ଚିତ ଯୋଡ଼ି ଭିତରୁ ଗୋଟିଏ ଥିଲେ ସଲମାନ-କଟ୍ରିନା। ହେଲେ କଟ୍ରିନାଙ୍କ ଜୀବନରେ ରଣବିରଙ୍କ ଏଣ୍ଟ୍ରି ପରେ ସବୁକିଛି ବଦଳିଯାଇଥିଲା। ଅଲଗା ହୋଇଥିଲେ...

Advertisement
Seven Jackpot


Archives

Model This Week