ନବୀନଙ୍କୁ ନେଇ ଏମିତି କିଛି ଭିତିରି କଥା କହିଲେ ଲତିକା ପ୍ରଧାନ, ଗଞ୍ଜାମ ପାଇଁ…

ଭୁବନେଶ୍ୱର,୧୧ା୧: ଗଞ୍ଜାମରେ ବିଜେଡି ସ୍ଥିତିକୁ ନେଇ କିଛି ଭିତିରି କଥା କହିଛନ୍ତି ଲତିକା ପ୍ରଧାନ। ସେ କହିଛନ୍ତି, ଗଞ୍ଜାମ ନେତାଙ୍କୁ ଦାୟିତ୍ୱ ନ ଦେବାରୁ ସଂଗଠନ ଅତି ଦୁର୍ବଳ ହୋଇଯାଇଛି। ବିକ୍ରମ ପଣ୍ଡା ଦାୟିତ୍ୱ ନେବା ପରେ ଧିରେ ଧିରେ ରିକଭରି କରୁଥିଲୁ। ନବୀନଙ୍କ ନିଜ ନିର୍ବାଚନ ମଣ୍ଡଳୀ ହେଲେ ବି ସେ ସମୟ ଦେଇପାରି ନାହାନ୍ତି। ଗଞ୍ଜାମ ପ୍ରତି ନିରନ୍ତର ଭାବେ ପାତର ଅନ୍ତର ନୀତି ଆପଣା ଯାଉଛି। ନବୀନ ବାବୁଙ୍କ ନଜରକୁ ଆସିବା ଦରକାର ବୋଲି କହିଛନ୍ତି ଲତିକା।

ଗୋଟିଏ ଦୁଇଟି ନେତାଙ୍କୁ ରିପିଟ କରାଯାଉଛି, ଅନ୍ୟଙ୍କୁ ଦାୟିତ୍ୱ ଦିଆଯାଉନି। ଶଙ୍ଖ ଭବନରେ ବସୁଥିବା ନେତାଙ୍କୁ ଜଣାଇଛି, କେହି ଦୃଷ୍ଟି ଦେଉନାହାନ୍ତି। ଗଞ୍ଜାମ ଜିଲାର ୧୦ଟି କନଫର୍ମ ସିଟ୍‌କୁ ଜାଣିଶୁଣି ହରାଇ ଦିଆଗଲା। ସେଥିପାଇଁ ନବୀନ ବାବୁ ଆଜି ମୁଖ୍ୟମନ୍ତ୍ରୀ ପଦବୀରୁ ବଞ୍ଚିତ ହୋଇଛନ୍ତି। ଦଳ ଯେଉଁମାନଙ୍କୁ ଦାୟିତ୍ୱ ଦେଇଥିଲା ଗଞ୍ଜାମରେ ସେମାନେ ହରାଇଲେ। ନବୀନ ବାବୁ ସୁସ୍ଥ ହୋଇ ଫେରିବା ପରେ ଭେଟିବାକୁ ଯାଇଥିଲି, ସମୟ ଦେଲେନ ବୋଲି କହିଛନ୍ତି ଲତିକା।

ଲତିକା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୨୦୧୯ରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ

ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ...

IPLରୁ ମୁସ୍ତାଫିଜୁର ବାଦ୍, ବାଂଲାଦେଶର ଅମ୍ପାୟରଙ୍କୁ ଭାରତ ଆସିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୧।୧: ଗତ କିଛି ଦିନ ହେବ BCCI ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। BCCI ନିର୍ଦ୍ଦେଶରେ KKR ଫ୍ରାଞ୍ଚାଇଜ୍ ଷ୍ଟାର୍...

କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ...

ବସ ଧକ୍କାରେ ଯୁବକଙ୍କ ମୃତ୍ୟୁ; ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋକର୍ଣ୍ଣପୁର-ବଡଡୁମ୍ବୁଳା ରାସ୍ତାର ଶନିଶ୍ଚର ମନ୍ଦିର ନିକଟରେ ‘ବୀଣାପାଣି’ ନାମକ...

କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ...

ଘର ସମ୍ମୁଖରୁ ପିକ୍‌ଅପ୍‌ ଗାଡ଼ି ଚୋରି

ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨...

ବିରାଟ କୋହଲିଙ୍କ ବିଶ୍ୱ ରେକର୍ଡ: ଶତକରୁ ବଞ୍ଚିତ ହୋଇ ମଧ୍ୟ ସଚିନଙ୍କୁ ପଛରେ ପକାଇଲେ

ଭଦୋଦରା,୧୧।୧: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟର ବିରାଟ କୋହଲି ଆନ୍ତର୍ଜାତୀୟ କ୍ରିକେଟରେ ଏକ ନୂତନ ଇତିହାସ ରଚିଛନ୍ତି। ଭଦୋଦରାଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆ...

ଦାରିଙ୍ଗବାଡି ଶୀତ ମହୋତ୍ସର ଶେଷ ଦିନରେ ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ, ବାଚସ୍ପତି କହିଲେ…

ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୪ ଦିନ ଧରି ଚାଲିଥିବା ଏକାଦଶ ତମ ଶୀତ ମହୋତ୍ସବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri