ନବୀନଙ୍କୁ ନେଇ ଏମିତି କିଛି ଭିତିରି କଥା କହିଲେ ଲତିକା ପ୍ରଧାନ, ଗଞ୍ଜାମ ପାଇଁ…

ଭୁବନେଶ୍ୱର,୧୧ା୧: ଗଞ୍ଜାମରେ ବିଜେଡି ସ୍ଥିତିକୁ ନେଇ କିଛି ଭିତିରି କଥା କହିଛନ୍ତି ଲତିକା ପ୍ରଧାନ। ସେ କହିଛନ୍ତି, ଗଞ୍ଜାମ ନେତାଙ୍କୁ ଦାୟିତ୍ୱ ନ ଦେବାରୁ ସଂଗଠନ ଅତି ଦୁର୍ବଳ ହୋଇଯାଇଛି। ବିକ୍ରମ ପଣ୍ଡା ଦାୟିତ୍ୱ ନେବା ପରେ ଧିରେ ଧିରେ ରିକଭରି କରୁଥିଲୁ। ନବୀନଙ୍କ ନିଜ ନିର୍ବାଚନ ମଣ୍ଡଳୀ ହେଲେ ବି ସେ ସମୟ ଦେଇପାରି ନାହାନ୍ତି। ଗଞ୍ଜାମ ପ୍ରତି ନିରନ୍ତର ଭାବେ ପାତର ଅନ୍ତର ନୀତି ଆପଣା ଯାଉଛି। ନବୀନ ବାବୁଙ୍କ ନଜରକୁ ଆସିବା ଦରକାର ବୋଲି କହିଛନ୍ତି ଲତିକା।

ଗୋଟିଏ ଦୁଇଟି ନେତାଙ୍କୁ ରିପିଟ କରାଯାଉଛି, ଅନ୍ୟଙ୍କୁ ଦାୟିତ୍ୱ ଦିଆଯାଉନି। ଶଙ୍ଖ ଭବନରେ ବସୁଥିବା ନେତାଙ୍କୁ ଜଣାଇଛି, କେହି ଦୃଷ୍ଟି ଦେଉନାହାନ୍ତି। ଗଞ୍ଜାମ ଜିଲାର ୧୦ଟି କନଫର୍ମ ସିଟ୍‌କୁ ଜାଣିଶୁଣି ହରାଇ ଦିଆଗଲା। ସେଥିପାଇଁ ନବୀନ ବାବୁ ଆଜି ମୁଖ୍ୟମନ୍ତ୍ରୀ ପଦବୀରୁ ବଞ୍ଚିତ ହୋଇଛନ୍ତି। ଦଳ ଯେଉଁମାନଙ୍କୁ ଦାୟିତ୍ୱ ଦେଇଥିଲା ଗଞ୍ଜାମରେ ସେମାନେ ହରାଇଲେ। ନବୀନ ବାବୁ ସୁସ୍ଥ ହୋଇ ଫେରିବା ପରେ ଭେଟିବାକୁ ଯାଇଥିଲି, ସମୟ ଦେଲେନ ବୋଲି କହିଛନ୍ତି ଲତିକା।

ଲତିକା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୨୦୧୯ରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri