ନିଶ୍ଚିତ ଭବିଷ୍ୟ ଯୋଜନାର ଶୁଭାରମ୍ଭ

ନୂଆଦିଲ୍ଲୀ,୧୨।୪: ଦେଶର ପ୍ରମୁଖ ଘରୋଇ ଜୀବନ ବୀମାକାରୀ କମ୍ପାନୀ ରିଲାଏନ୍ସ ନିପନ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଏକ ନୂତନ ଉତ୍ପାଦ ନିଶ୍ଚିତ ଭବିଷ୍ୟ ଯୋଜନାର ଶୁଭାରମ୍ଭ କରାଯାଇଛି। ଏପରିକି ରିଲାଏନ୍ସ ନିପନ ଲାଇଫ୍‌ ନିଶ୍ଚିତ ଭବିଷ୍ୟ ଏକ ବର୍ଦ୍ଧିତ ଆୟ ଲାଭ ସହିତ ନିଶ୍ଚିତ କର-ମୁକ୍ତ ରିଟର୍ନ ନାମକ ଏକ ନୂତନ ବୀମା ଯୋଜନାର ଶୁଭାରମ୍ଭ କରିଛି, ଯାହାକି ଅଣ-ଲିଙ୍କ୍‌, ଅଣ-ଅଂଶଗ୍ରହଣକାରୀ, ବ୍ୟକ୍ତିଗତ, ସଞ୍ଚୟ ଜୀବନ ବୀମା ଯୋଜନା ା ଏ ସମ୍ପର୍କରେ ରିଲାଏନ୍ସ ନିପନ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ଇଡି ତଥା ସିଇଓ ଆଶିଷ ଭୋରା କହିଥିଲେ, ଏହା ଆମର ଏଭଳି ଏକ ଅଭିନବ ଉପତ୍ାଦ, ଯାହା ଯୋଜନାର ଏକ ଅଦ୍ୱିତୀୟ ଯୋଗ। ବିଶେଷକରି ନିଶ୍ଚିତ ଭବିଷ୍ୟ ଯୋଜନାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରିବା ଆମକୁ ବହୁତ ଆନନ୍ଦ ଦେଇଛି। ସେହିଭଳି ଏହି ଯୋଜନାକୁ ବିଶେଷ ଭାବେ ଡିଜାଇନ କରାଯାଇଛି। ଏପରିକି ଏହାର ବର୍ଦ୍ଧିତ ଆୟ ଲାଭ ମୁଦ୍ରାସ୍ଫୀତି ବିରୋଧରେ ଏକ ସୁରକ୍ଷା ଜାଲ ଭାବେ କାର୍ଯ୍ୟ କରିବାକୁ ଡିଜାଇନ କରାଯାଇଛି। ବିଶେଷକରି ଅପ୍ରତ୍ୟାଶିତ ପରିସ୍ଥିତିକୁ ସାମ୍‌ନା କରିବା ପାଇଁ ମଧ୍ୟ ଏହା ଗ୍ରାହକଙ୍କୁ ଆର୍ଥିକ ସୁରକ୍ଷା ଯୋଗାଇଥାଏ। ଏପରିକି ବେତନଭୋଗୀ, ସ୍ବୟଂ ନିଯୁକ୍ତ ତଥା ବ୍ୟବସାୟ ମାଲିକଙ୍କ ଦୀର୍ଘମିଆଦୀ ଲକ୍ଷ୍ୟ ପୂରଣ କରିବା ପାଇଁ ଏହା ଆବଶ୍ୟକ କରମୁକ୍ତ ଏବଂ ସମ୍ପୂର୍ଣ୍ଣ ସୁନିଶ୍ଚିତ ସୁବିଧା ଆଦି ନିଶ୍ଚିତ ଭବିଷ୍ୟତ ପ୍ରଦାନ କରିଥାଏ। ବିଶେଷ କରି ଏହା ଆୟର ଦୀର୍ଘକାଳୀନ ବୃଦ୍ଧି ଆବଶ୍ୟକତାକୁ ସମାଧାନ କରିଥାଏ। ଏପରିକି ଅବସର ପାଇଁ ଯୋଜନା କରିବାକୁ ଚାହୁଁଥିବା ବ୍ୟକ୍ତି ଓ ଛୋଟ ବ୍ୟବସାୟ ମାଲିକ ଏବଂ ବ୍ୟବସାୟ ଆୟ କିମ୍ବା ରୋଜଗାରଚକ୍ରରେ ଅସ୍ଥିରତା ଦୂରକରିବା ପାଇଁ ସ୍ଥିର ଆୟର ପ୍ରବାହ ଚାହୁଁଥିବା ଯୁବ ବେତନଭୋଗୀ ଗ୍ରାହକଙ୍କ ସମେତ ବିବିଧ ଆବଶ୍ୟକତାକୁ ଏହି ସମାଧାନ ପୂରା କରିଥାଏ। ଏହି ଯୋଜନା ୫% ସରଳ ହାରରେ ବଢୁଥିବା ୨ ପ୍ରକାର ନିୟମିତ ଆୟ ପ୍ରଦାନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri