ପୁରୀରେ ଏୟାରଟେଲ୍‌ ୫ଜି ପ୍ଲସ୍‌ ସେବାର ଶୁଭାରମ୍ଭ

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଭାରତୀ ଏୟାରଟେଲ୍‌ ପକ୍ଷରୁ ପୁରୀରେ ଏୟାରଟେଲ ୫ଜି ପ୍ଲସ୍‌ ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପୁରୀରେ ଅଲ୍‌ଟ୍ରାଫାଷ୍ଟ୍‌ ଏୟାରଟେଲ୍‌ ୫ଜି ପ୍ଲସ୍‌ ସେବା ଉପଲବ୍ଧ ବୋଲି ଏୟାରଟେଲ୍‌ ପକ୍ଷରୁ କୁହାଯାଇଛି। ବିଶେଷକରି କମ୍ପାନୀ ତା’ର ନେଟ୍‌ୱର୍କ ସ୍ଥାପନ ଓ ରୋଲ୍‌ଆଉଟ୍‌ ସମ୍ପୂର୍ଣ୍ଣ କରିବା କାର୍ଯ୍ୟ ଜାରି ରଖିଥିବାରୁ ଏୟାରଟେଲ୍‌ ୫ଜି ପ୍ଲସ୍‌ ସେବାଗୁଡିକ ଗ୍ରାହକଙ୍କ ପାଇଁ ପର୍ଯ୍ୟାୟକ୍ରମେ ଉପଲବ୍ଧ ହେବ। ଏହି ସେବା ଅଧିକ ବ୍ୟାପକ ନ ହେବା ପର୍ଯ୍ୟନ୍ତ ୫ଜି ସକ୍ଷମ ଡିଭାଇସ୍‌ ଥିବା ଗ୍ରାହକମାନେ କୌଣସି ଅତିରିକ୍ତ ଖର୍ଚ୍ଚ ବିନା ହାଇସ୍ପିଡ୍‌ ଏୟାରଟେଲ୍‌ ୫ଜି ପ୍ଲସ୍‌ ନେଟ୍‌ୱର୍କ ଉପଭୋଗ କରିପାରିବେ। ଏ ସମ୍ପର୍କରେ ଭାରତୀ ଏୟାରଟେଲ୍‌ ଓଡିଶା ୟୁନିଟ୍‌ର ସିଓଓ ସୌମେନ୍ଦ୍ର ସାହୁ କହିଛନ୍ତି, ପୁରୀ ସହରରେ ଏୟାରଟେଲ୍‌ ୫ଜି ପ୍ଲସ୍‌ର ଶୁଭାରମ୍ଭ ଘୋଷଣା କରି ଆମେ ବେଶ୍‌ ଉତ୍ସାହିତ। ବର୍ତ୍ତମାନ ଓଡ଼ିଶାର ୪ଟି ସହରର ଏୟାରଟେଲ୍‌ ଗ୍ରାହକମାନେ ଅଲ୍‌ଟ୍ରାଫାଷ୍ଟ ନେଟ୍‌ୱର୍କର ଅନୁଭୂତି ପାଇପାରିବେ ଏବଂ ବିଦ୍ୟମାନ ୪ଜି ସ୍ପିଡ୍‌ ତୁଳନାରେ ୨୦ରୁ ୩୦ ଗୁଣ ଅଧିକ ସ୍ପିଡ୍‌ ଉପଭୋଗ କରିପାରିବେ। ଆମେ ଏହି ସେବାକୁ ସମଗ୍ର ସହରରେ କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟା ଜାରି ରଖିଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri