‘ଆକ୍ସିସ ବିଜ୍‌ନେସ ସାଇକେଲ ଫଣ୍ଡ୍‌’ର ଶୁଭାରମ୍ଭ

ନୂଆଦିଲ୍ଲୀ,୩୧।୧: ଆକ୍ସିସ ମ୍ୟୁଚୁଆଲ ଫଣ୍ଡର ନୂଆ ଫଣ୍ଡ ‘ଆକ୍ସିସ ବିଜ୍‌ନେସ ସାଇକେଲ ଫଣ୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହା ବ୍ୟବସାୟ ଚକ୍ର ଆଧାରିତ ବିନିଯୋଗ ବିଷୟବସ୍ତୁ ଅନୁସରଣ କରୁଥିବା ଏକ ଅସୀମିତ ଲକ୍ଷ୍ୟ ଇକ୍ୱିଟି ଯୋଜନାା ଏହି ନୂଆ ଫଣ୍ଡ ୨୦୨୩ ଫେବୃୟାରୀ ୨ରେ ଆରମ୍ଭ ହୋଇ ଫେବୃୟାରୀ ୧୬ରେ ବନ୍ଦ ହେବ। ଏ ସମ୍ପର୍କରେ ଆକ୍ସିସ ଏଏମ୍‌ସିର ଏମ୍‌ଡି ତଥା ସିଇଓ ଚନ୍ଦ୍ରେଶ ନିଗମ କହିଛନ୍ତି, ଯଦି ଜଣଙ୍କୁ ବ୍ୟବସାୟ ଚକ୍ର ଲେନ୍ସ ମାଧ୍ୟମରେ ଭାରତର ଅଭିବୃଦ୍ଧି ଆକଳନ କରିବାକୁ ହୁଏ, ତେବେ ଆମେ ସମ୍ପ୍ରସାରଣ ଏବଂ ଶିଖର ପଯର୍‌ୟାୟ ମଧ୍ୟରେ ଏକ ଆକର୍ଷଣୀୟ ସ୍ଥିତିରେ ଅଛୁା ଭାରତରେ ବିନିଯୋଗ ଚକ୍ରକୁ ଉଠାଇବା ପାଇଁ ଏକାଧିକ ବାହକ ସନ୍ତୋଷଜନକ ସ୍ଥିତିରେ ଅଛନ୍ତି ା ଆକ୍ସିସ ବ୍ୟବସାୟ ଚକ୍ରର ଅନନ୍ୟ ହାଇବ୍ରିଡ ବିନିଯୋଗ ଆଭିମୁଖ୍ୟ(ଟପ୍‌ ଡାଉନ ଏବଂ ବଟମ ଅପର ସମ୍ମିଶ୍ରଣ)ବିନିଯୋଗର ଗୁଣାମତ୍କ ଶୈଳୀ ଅନୁସରଣ କରିଥାଏ ଏବଂ ନିବେଶକଙ୍କୁ କୌଣସି ବଜାର ପାଣ୍ଠି ପକ୍ଷପାତ ପ୍ରଦାନ କରେ ନାହିଁ ା ଏକ ଶୃଙ୍ଖଳିତ ଢଙ୍ଗରେ ବଜାର ସୁଯୋଗର ବ୍ୟବହାର କରିବାରେ ବିଶ୍ୱାସ ରଖୁଥିବା ଏକ ଫଣ୍ଡ ହାଉସ ଭାବରେ ଆକ୍ସିସ ବ୍ୟବସାୟ ଚକ୍ର ପାଣ୍ଠି ଜଣେ ନିବେଶକଙ୍କ ପୋର୍ଟଫୋଲିଓରେ ଏକ ଉଲ୍ଲେଖନୀୟ ଯୋଗଦାନ ହେବ ବୋଲି ଆମେ ବିଶ୍ୱାସ କରୁଛୁ ବୋଲି ସେ ମତପ୍ରକାଶ କରିଥିଲେ। ଉକ୍ତ ପାଣ୍ଠିରେ ଏକ ଚକ୍ର-ଚାଳିତ ପୋର୍ଟଫୋଲିଓ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri