Posted inଜାତୀୟ

୨ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଶୁଭାରମ୍ଭ

ବାରାଣସୀ , ୮ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନିଜ ନିର୍ବାଚନ ମଣ୍ଡଳୀ ଉତ୍ତରପ୍ରଦେଶର ବାରାଣସୀରେ ଏକ ସଭାକୁ ସମ୍ବୋଧିତ କରି କହିଛନ୍ତି, ପୂର୍ବ ସରକାରଗୁଡ଼ିକ ବାସ୍ତବତାକୁ ନ ଦେଖି ଶୀତତାପ ନିୟନ୍ତ୍ରିତ ପ୍ରକୋଷ୍ଠରେ ବସି ଯୋଜନା ପ୍ରସ୍ତୁତ କରୁଥିଲେ। ଆଜିର କଲ୍ୟାଣକାରୀ ପ୍ରକଳ୍ପଗୁଡ଼ିକର ହିତାଧିକାରୀ ପ୍ରକୃତ ଧର୍ମନିରପେକ୍ଷତା ଓ ସାମାଜିକ ନ୍ୟାୟର ଉଦାହରଣ ବୋଲି ସେ କହିଛନ୍ତି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ଗୋରଖପୁରରେ ଗୀତା ପ୍ରେସ୍‌ର ଶତବାର୍ଷିକୀ ଉତ୍ସବ ଉଦ୍‌ଯାପନୀ ଉତ୍ସବରେ ଉଦ୍‌ବୋଧନ ଦେଇଥିଲେ। ସେ ଗୋରଖପୁର ରେଳଷ୍ଟେଶନରୁ ଦୁଇଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରିଥିଲେ। ଏହା ବ୍ୟତୀତ ଉଭୟ ସହରରେ ଅନେକ ବିକାଶମୂଳକ ପ୍ରକଳ୍ପର ସେ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ…

Aamir Khan Wedding: ୬୦ ବର୍ଷରେ ତୃତୀୟ ବିବାହ କଲେ ଆମିର, ବଧୂ ସାଜିଲେ ଗୌରୀ, ଦେଖନ୍ତୁ PHOTO

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ସେ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କ ସହ ତୃତୀୟ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri