ବିଗେଷ୍ଟ ଓଲା ସିଜନ ସେଲ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୧୦: ଓଲା ଇଲେକ୍‌ଟ୍ରିକ୍‌ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ତଥା ଚଳିତ ପାର୍ବଣ ଋତୁରେ ବିଗେଷ୍ଟ ଓଲା ସିଜନ ସେଲ୍‌ (ବସ୍‌)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଅଭିଯାନ ଅଧୀନରେ କମ୍ପାନୀ ସର୍ବନିମ୍ନ ୪୯,୯୯୯ ଟଙ୍କା ମୂଲ୍ୟରେ ବ୍ରାଣ୍ଡ୍‌ର ଏସ୍‌୧ ପୋର୍ଟଫୋଲିଓ ପ୍ରବେଶ ସମ୍ପର୍କରେ ଘୋଷଣା କରିଛି। ଏହାବ୍ୟତୀତ କମ୍ପାନୀ ୩୭,୦୦୦ ଟଙ୍କା ପର୍ଯ୍ୟନ୍ତ ପାର୍ବଣ ଲାଭର ମଧ୍ୟ ଶୁଭାରମ୍ଭ କରିଛି, ଯେଉଁଥିରେ ହାଇ ପରଚାର୍ଜିଂ କ୍ରେଡିଟ୍‌, ମୁଭ୍‌ଓଏସ୍‌+ଅପ୍‌ଗ୍ରେଡ୍‌, ଅତୁଳନୀୟ ଅଫର ସମେତ ଆକ୍‌ସେସରି ଓ କେୟାର+ ଉପରେ ସ୍ବତନ୍ତ୍ର ରିହାତି (ଡିଲ୍‌) ସାମିଲ ରହିଛି। ଏହି ଅଭିଯାନ ଅଧୀନରେ କମ୍ପାନୀ ଗ୍ରାହକଙ୍କୁ ଅନେକ ଲାଭ ପ୍ରଦାନ କରୁଛି, ଯେଉଁଥିରେ ଓଲା ଏସ୍‌୧ ଏକ୍ସ ୨କେଡବ୍ଲ୍ୟୁଏଚ୍‌ର ମୂଲ୍ୟ କେବଳ ୪୯,୯୯୯ ଟଙ୍କା (ଲିମିଟେଡ୍‌ ଷ୍ଟକ୍‌)ରୁ ଆରମ୍ଭ ହେଉଛି। ସେହିଭଳି ଏସ୍‌୧ ପୋର୍ଟଫୋଲିଓ ଉପରେ ୧୨,୦୦୦ ଟଙ୍କା ପର୍ଯ୍ୟନ୍ତ ରିହାତି-ଏସ୍‌୧ ଏକ୍ସ ୨କେଡବ୍ଲ୍ୟୁଏଚ୍‌ ଉପରେ ୨୫,୦୦୦ ଟଙ୍କାର ଫ୍ଲାଟ୍‌ ରିହାତି ଓ ଏସ୍‌୧ ପୋର୍ଟଫୋଲିଓ ଉପରେ ୨୫,୦୦୦ ଟଙ୍କା ପର୍ଯ୍ୟନ୍ତ ରିହାତି ରହିଛି। ସେହିପରି ୭୦୦୦ ଟଙ୍କା ମୂଲ୍ୟର ମାଗଣା ୮ ବର୍ଷ/ ୮୦,୦୦୦କି.ମି. ବ୍ୟାଟେରି ୱାରେଣ୍ଟି ଏବଂ ନିର୍ଦ୍ଦିଷ୍ଟ କ୍ରେଡିଟ୍‌ କାର୍ଡ ଇଏମ୍‌ଆଇ ଉପରେ ୫୦୦୦ଟଙ୍କା ପର୍ଯ୍ୟନ୍ତ ଋଣ ଅଫର ଏବଂ ୬୦୦୦ଟଙ୍କା ମୂଲ୍ୟର ମାଗଣା ମୁଭ୍‌ଓଏସ୍‌+ ଅପ୍‌ଗ୍ରେଡ୍‌, ୭୦୦୦ ଟଙ୍କା ପର୍ଯ୍ୟନ୍ତ ମୂଲ୍ୟର ମାଗଣା ହାଇ ପରଚାର୍ଜିଂ କ୍ରେଡିଟ୍‌ ସୁବିଧା ରହିଛି। ଏ ସମ୍ପର୍କରେ ଓଲା ଇଲେକ୍‌ଟ୍ରିକର ଅଧ୍ୟକ୍ଷ ଓ ଏମ୍‌ଡି ଭାବିଶ ଅଗ୍ରୱାଲ କହିଛନ୍ତି, ଆମେ ଆମର ନୂତନ କ୍ୟାମ୍ପେନର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri