ନୂଆଦିଲ୍ଲୀ,୭।୯: ଦେଶର ପ୍ରମୁଖ ପିଓର-ପ୍ଲେ କ୍ରେଡିଟ୍ କାର୍ଡ ଜାରିକର୍ତ୍ତା ଏସ୍ବିଆଇ କାର୍ଡ ପକ୍ଷରୁ ନିକଟରେ ‘କ୍ୟାଶ୍ବ୍ୟାକ୍ ଏସ୍ବିଆଇ କାର୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। କ୍ୟାଶ୍ବ୍ୟାକ୍ ଏସ୍ବିଆଇ କାର୍ଡ ହେଉଛି ଉଦ୍ୟୋଗର ପ୍ରଥମ କ୍ୟାଶ୍ବ୍ୟାକ୍ ଉପରେ ଧ୍ୟାନ ଆକର୍ଷଣ କରୁଥିବା କ୍ରେଡିଟ୍ କାର୍ଡ, ଯାହା ସହାୟତାରେ କାର୍ଡଧାରୀମାନେ ସେମାନଙ୍କର ସମସ୍ତ ପ୍ରକାର ଅନ୍ଲାଇନ ଖର୍ଚ୍ଚରେ ୫% କ୍ୟାଶ୍ବ୍ୟାକ୍ ସୁବିଧା ପାଇପାରିବେ ଓ ଏଥିରେ କୌଣସି ପ୍ରକାର ବାଣିଜି୍ୟକ ପ୍ରତିବନ୍ଧକ ରହିବ ନାହିଁ। ଏହା ସମସ୍ତ ବର୍ଗର ଗ୍ରାହକଙ୍କୁ ଧ୍ୟାନରେ ରଖି ପ୍ରସ୍ତୁତ କରାଯାଇଛି। ମାସଠାରୁ ଆରମ୍ଭକରି ପ୍ରିମିୟମ ପର୍ଯ୍ୟନ୍ତ ଏହି କାର୍ଡ ସରଳ, ସିମ୍ଲେସ୍ ଓ ସମ୍ପୂର୍ଣ୍ଣ ଡିଜିଟାଲ ଜଏନିଂ ଅନୁଭବ ପ୍ରଦାନ କରିଥାଏ। ସମଗ୍ର ଭାରତର ଗ୍ରାହକମାନଙ୍କ ପାଇଁ ଟିୟର ୨ ଓ ଟିୟର ୩ ସହର ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ସେମାନେ ମଧ୍ୟ ଘରେ ବସି ‘ଏସ୍ବିଆଇ କାର୍ଡ ସ୍ପ୍ରିଣ୍ଟ’ର ଡିଜିଟାଲ ଆପ୍ଲିକେଶନ ପ୍ଲାଟ୍ଫର୍ମ ମାଧ୍ୟମରେ କ୍ଲିକ୍ କରି ତୁରନ୍ତ କ୍ୟାଶ୍ବ୍ୟାକ୍ ଏସ୍ବିଆଇ କାର୍ଡକୁ ସହଜରେ ପାଇପାରିବେ। ଏକ ସ୍ବତନ୍ତ୍ର ଅଫର ଭାବରେ ଏହି କଣ୍ଟାକ୍ଟଲେସ୍ କାର୍ଡଟି ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ମାଗଣା ରହିଛି। ଏହାର ଦୃଢ଼ କାର୍ଯ୍ୟକାରିତା କାରଣରୁ କ୍ୟାସ୍ବ୍ୟାକ୍ ଏସ୍ବିଆଇ କାର୍ଡ ଗ୍ରାହକମାନେ ସମସ୍ତ ଖର୍ଚ୍ଚରେ ଅନ୍ଲିମିଟେଡ୍ ୧% କ୍ୟାଶ୍ବ୍ୟାକ୍ ପାଇପାରିବେ। କ୍ୟାଶ୍ବ୍ୟାକ୍ ପରିମାଣ ଅନ୍ଲାଇନ ଖର୍ଚ୍ଚରେ ୫%କୁ ବୃଦ୍ଧିପାଇବ ଯାହାକି ମାସିକ ଷ୍ଟେଟମେଣ୍ଟ ସାଇକେଲରେ ସର୍ବାଧିକ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ହେବ ବୋଲି ଏସ୍ବିଆଇ କାର୍ଡର ଏମ୍ଡି ତଥା ସିଇଓ ରାମମୋହନ ରାଓ ଅମାରା ମତବ୍ୟକ୍ତ କରିଛନ୍ତି।
IPL 2026: ଚେପକ୍ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ
ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…
ଭୂକମ୍ପ ଝଟ୍କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…
ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
Archives

