କୋଲ୍‌ଗେଟ୍‌ ଷ୍ଟ୍ରଙ୍ଗ୍‌ ଟିଥ୍‌ ଟୁଥ୍‌ପେଷ୍ଟ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୯।୫: ଦେଶର ପ୍ରମୁଖ ଓରାଲ କେୟାର ବ୍ରାଣ୍ଡ୍‌ କୋଲ୍‌ଗେଟ୍‌ ପକ୍ଷରୁ କୋଲ୍‌ଗେଟ୍‌ ଷ୍ଟ୍ରଙ୍ଗ ଟିଥ୍‌ ଟୁଥ୍‌ପେଷ୍ଟ୍‌ର ଶୁଭାରମ୍ଭ କରାଯାଇଛି। ଏପରିକି ଏକ ନୂଆ ସତେଜ ଫର୍ମୁଲା ସହ ପୁଣି କୋଲ୍‌ଗେଟ୍‌ ବଜାରରେ ଗ୍ରାହକଙ୍କ ନିକଟତର ହେବ। ବିଶେଷ କରି କ୍ୟାଲ୍‌ସିୟମ ପରିମାଣ ବୃଦ୍ଧି କରୁଥିବା କୋଲ୍‌ଗେଟ୍‌ର ସ୍ବତନ୍ତ୍ର ଆର୍ଜିନାଇନ୍‌ ଟେକ୍ନୋଲୋଜି ଦ୍ୱାରା ସମୃଦ୍ଧ ଉକ୍ତ ଟୁଥ୍‌ପେଷ୍ଟ ଦାନ୍ତକୁ ପୋଷଣ ପ୍ରଦାନ କରିଥାଏ ଏବଂ ସେଗୁଡିକୁ ଦୁଇ ଗୁଣ ମଜଭୁତ କରିଥାଏ। ଫଳରେ ସମଗ୍ର ପରିବାର ମୁଖର ଆବଶ୍ୟକତା ପାଇଁ ପ୍ରଥମ ପସନ୍ଦ ପାଲଟିବ। ଏ ସମ୍ପର୍କରେ କୋଲ୍‌ଗେଟ୍‌-ପାମୋଲିଭ୍‌ ଇଣ୍ଡିଆର ମାର୍କେଟିଂ ଡାଇରେକ୍ଟର ଗୁଞ୍ଜିତ ଜୈନ୍‌ କହିଛନ୍ତି, ବିଜ୍ଞାନ ଦ୍ୱାରା ସମର୍ଥିତ ଆମର ଏହି ଅତ୍ୟାଧୁନିକ ଫର୍ମୁଲା ପୂର୍ବ ତୁଳନାରେ ଅଧିକ ଉତ୍କୃଷ୍ଟ ଫଳାଫଳ ପ୍ରଦାନ କରିବ ବୋଲି ଆମେ ନିଶ୍ଚିତ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଗଣତନ୍ତ୍ରରେ ଭୋଟର ତାଲିକା

ଭୋଟର ତାଲିକାର ସ୍ବଚ୍ଛତା ହେଉଛି ଏକ ସୁଦୃଢ଼ ଗଣତନ୍ତ୍ରର ମାନଦଣ୍ଡ। ଭାରତୀୟ ସମ୍ବିଧାନର ଧାରା ୩୨୪(୧) ଅନୁଯାୟୀ, ଦେଶରେ ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବାଚନ ପରିଚାଳଣା ସହ…

ସଫଳ ସାହିତ୍ୟ ସ୍ରଷ୍ଟା

ସୃଷ୍ଟିରେ ଜଣେ ସାରସତ୍ତ୍ୱ ସାଧକ ସାହସର ସହ ସମାଜର ବାସ୍ତବ ଚିତ୍ରକୁ ପ୍ରକାଶ କରିଥାଏ। ସାହିତ୍ୟରେ ଅଙ୍ଗୀକାରବଦ୍ଧତା ରହିଲେ, ତାହା ଯାବତୀୟ ସଂଶୟ ଏବଂ ଯାବତୀୟ ବାଡ଼ଠାରୁ…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri