ନୂଆଦିଲ୍ଲୀ,୩୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଆର୍ଥିକ ସଂସ୍ଥା ତଥା ଏକ ଅଣ ବ୍ୟାଙ୍କିିଙ୍ଗ୍ ଫାଇନାନ୍ସିଆଲ କମ୍ପାନୀ (ଏନ୍ବିଏଫ୍ସି) ଗ୍ରୀଭ୍ସ ଫାଇନାନ୍ସ ଲିମିଟେଡ୍ ଭୁବନେଶ୍ୱରରେ ଏକ ଇଭି-ପ୍ରାଧାନ୍ୟକାରୀ ପ୍ଲାଟ୍ଫର୍ମ ‘ଇଭିଫିନ୍’ର ଶୁଭାରମ୍ଭ କରିଛି। ଏପରିକି ଇଭିଫିନ୍ ଭାରତର ପ୍ରଥମ ଇଭି ଗ୍ରାହକ ଆର୍ଥିକ ପ୍ଲାଟ୍ଫର୍ମ ହୋଇଥିଲାବେଳେ ବୈଦ୍ୟୁତିକ ଯାନ ତଥା ଅନ୍ୟାନ୍ୟ ସ୍ଥାୟୀ ସମାଧାନ ଦିଗରେ ଏହା ଉତ୍ସର୍ଗୀକୃତ ସେବା ପ୍ରଦାନ କରିଥାଏ; ଯାହାକି ଆଧୁନିକ ଡିଜିଟାଲ ସୁଟ୍ ତଥା ନବୀକରଣୀୟ ସମ୍ପତ୍ତି ପରିଚାଳନା ସମାଧାନକୁ ସହାୟତା ପ୍ରଦାନ କରିଥାଏ। ସେହିଭଳି ବୈଦ୍ୟୁତିକ ଳମାନର ତ୍ୱରାନ୍ବିତ ସ୍ଥିତିକୁ ଆହୁରି ଆଗକୁ ନେଇ ଭୁବନେଶ୍ୱର ଏକ ଅଗ୍ରଗାମୀ ସହର ଭାବେ ଏହି ଆର୍ଥିକ ପଦକ୍ଷେପକୁ ଅଧିକ ରୂପାନ୍ତରୀକରଣ କରିପାରିଛି। ସେହିପରି ଇଭିଫିନ୍ ଗ୍ରାହକମାନଙ୍କ ଗ୍ରହଣୀୟତାକୁ ଦୃଷ୍ଟିରେ ରଖି ବିବିଧ ପ୍ରକାର ଆର୍ଥିକ ସମାଧାନର ବାଟ ପ୍ରଶସ୍ତ କରିପାରିଛି। ଏହା ମଧ୍ୟରେ ବ୍ୟକ୍ତିଗତ ଆବଶ୍ୟକତା, ବୈଦ୍ୟୁତିକ ଯାନ ମାଲିକାନାର ଅଭିଜ୍ଞତା, ସୁବିଧା ଗୁଡ଼ିକର ବୁଦ୍ଧି ସହିତ ବ୍ୟାପକ ଇଭି ମାଲିକତ୍ୱର ଅନୁରୋଧ ମଧ୍ୟ ସାମିଲ ରହିଛି।
ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…
ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...
୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା
ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍ଭୋଗୀଙ୍କୁ ବଡ଼...
୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ
ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...
ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା
ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...
ଟ୍ରମ୍ପଙ୍କୁ ଜୋରଦାର ଝଟ୍କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ
ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...
ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା
ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...
ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର
ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...
ଡଲାର ତୁଳନାରେ ୯୦ ଟପିଲା ଟଙ୍କା, ସର୍ବକାଳୀନ ନିମ୍ନ ସ୍ତରକୁ ଖସିଲା
ମୁମ୍ବାଇ,୩ା୧୨: ଭାରତୀୟ ଟଙ୍କା ବୁଧବାର ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍...
Archives


