ନୂଆଦିଲ୍ଲୀ,୩୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଆର୍ଥିକ ସଂସ୍ଥା ତଥା ଏକ ଅଣ ବ୍ୟାଙ୍କିିଙ୍ଗ୍ ଫାଇନାନ୍ସିଆଲ କମ୍ପାନୀ (ଏନ୍ବିଏଫ୍ସି) ଗ୍ରୀଭ୍ସ ଫାଇନାନ୍ସ ଲିମିଟେଡ୍ ଭୁବନେଶ୍ୱରରେ ଏକ ଇଭି-ପ୍ରାଧାନ୍ୟକାରୀ ପ୍ଲାଟ୍ଫର୍ମ ‘ଇଭିଫିନ୍’ର ଶୁଭାରମ୍ଭ କରିଛି। ଏପରିକି ଇଭିଫିନ୍ ଭାରତର ପ୍ରଥମ ଇଭି ଗ୍ରାହକ ଆର୍ଥିକ ପ୍ଲାଟ୍ଫର୍ମ ହୋଇଥିଲାବେଳେ ବୈଦ୍ୟୁତିକ ଯାନ ତଥା ଅନ୍ୟାନ୍ୟ ସ୍ଥାୟୀ ସମାଧାନ ଦିଗରେ ଏହା ଉତ୍ସର୍ଗୀକୃତ ସେବା ପ୍ରଦାନ କରିଥାଏ; ଯାହାକି ଆଧୁନିକ ଡିଜିଟାଲ ସୁଟ୍ ତଥା ନବୀକରଣୀୟ ସମ୍ପତ୍ତି ପରିଚାଳନା ସମାଧାନକୁ ସହାୟତା ପ୍ରଦାନ କରିଥାଏ। ସେହିଭଳି ବୈଦ୍ୟୁତିକ ଳମାନର ତ୍ୱରାନ୍ବିତ ସ୍ଥିତିକୁ ଆହୁରି ଆଗକୁ ନେଇ ଭୁବନେଶ୍ୱର ଏକ ଅଗ୍ରଗାମୀ ସହର ଭାବେ ଏହି ଆର୍ଥିକ ପଦକ୍ଷେପକୁ ଅଧିକ ରୂପାନ୍ତରୀକରଣ କରିପାରିଛି। ସେହିପରି ଇଭିଫିନ୍ ଗ୍ରାହକମାନଙ୍କ ଗ୍ରହଣୀୟତାକୁ ଦୃଷ୍ଟିରେ ରଖି ବିବିଧ ପ୍ରକାର ଆର୍ଥିକ ସମାଧାନର ବାଟ ପ୍ରଶସ୍ତ କରିପାରିଛି। ଏହା ମଧ୍ୟରେ ବ୍ୟକ୍ତିଗତ ଆବଶ୍ୟକତା, ବୈଦ୍ୟୁତିକ ଯାନ ମାଲିକାନାର ଅଭିଜ୍ଞତା, ସୁବିଧା ଗୁଡ଼ିକର ବୁଦ୍ଧି ସହିତ ବ୍ୟାପକ ଇଭି ମାଲିକତ୍ୱର ଅନୁରୋଧ ମଧ୍ୟ ସାମିଲ ରହିଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

